Thursday, August 6, 2020
Home headline ବୈପାରୀଗୁଡା ଗୁପ୍ତେଶ୍ୱର ଶୈବପୀଠ ରାସ୍ତା ବିଛିନ୍ନ

ବୈପାରୀଗୁଡା ଗୁପ୍ତେଶ୍ୱର ଶୈବପୀଠ ରାସ୍ତା ବିଛିନ୍ନ

ବୈପାରୀଗୁଡା ( ଏନ. ସନ୍ତୋଷ କୁମାର): କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଗୁପ୍ତେଶ୍ୱର ପଂଚାୟତର ଶୁକନାଳ ପୋଲଠାରେ ଲଗାଣ ବର୍ଷl ଯୋଗୁଁ ପିଚୁରାସ୍ତା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି |

ଯାହା ଫଳରେ ପ୍ରସିଦ୍ଧ ଶୈବ ପିଠ ଗୁପ୍ତେଶ୍ୱର୍କୁ ଦୂରଦୂରାନ୍ତରୁ ଆସିଥିବା ଭକ୍ତ, ବଲ ବାମ ଭକ୍ତ, ସ୍ଥାନୀୟ ଗ୍ରାମବାସୀଙ୍କ ସହ ହଜାର ହଜାର ଲୋକମାନଙ୍କର ନାହିଁ ନ ଥିବା ଅସୁବିଧା ଦେଖାଯିବାର ଆଶଙ୍କା ଥିବା ଜଣାପଡୁଛି | ଏହି ଘଟଣା ଜାଣି ସ୍ଥାନୀୟ ସରପଞ୍ଚ, ପଂଚାୟତ ଅଧ୍ୟକ୍ଷl , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅଗ୍ନିଶମ ବିଭାଗ ଓ ତହସିଲଦାର ଘଟଣା ସ୍ଥଳରେ ପହଂଚି ଘଟଣାର ଅନୁଧ୍ୟାନ କରିଥିଲେ | ଯଦି ଯଥା ଶୀଘ୍ର ଏହି ରାସ୍ତାର ମରାମତି କର ନ ଗଲେ ଗୁପ୍ତେଶ୍ୱରର ବିଛିନ୍ନାଂଚଳର ଥିବା ଲୋକମାନଙ୍କ ସହ ଆଗାମୀ ଦିନରେ ଆସୁଥିବା ବୋଲ ବମ ଭକ୍ତଙ୍କୁ ମଧ୍ୟ ଅସୁବିଧା ସମ୍ମୁଖୀନ ହେବାକୁ ପଡିବ ବୋଲି ଜଣାପଡିଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜନ୍ମରୁ ଅନ୍ଧ, ପୁଣି ସ୍ତ୍ରୀ ଶଯ୍ୟାଶାୟୀ, ମୁଣ୍ଡ ଗୁଞ୍ଜିବା ପାଇଁ ବାରଦୁଆର-ପ୍ରଶାସନର ଦୃଷ୍ଟି ପଡୁ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ବୁଡେନ ଗ୍ରାମପଂଚାୟତ ଅନ୍ତର୍ଗତ ସିଲେଟପାଲି ଗ୍ରାମର ରଘୁ ନାଗର ଏକ ଦୁଃଖଦ କାହାଣୀ । ଜନ୍ମ...

ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୫:୮:୨୦): ବନ୍ଧୁଗାଁ ବ୍ଲକଠାରେ ଆଜି ପୋଲିସ ବିଭାଗର ସମସ୍ତ ଅଧ8କାରୀ,ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ ବନ ବିଭାଗର ରେଞ୍ଜର କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ଉପିସ୍ତିତରେ ଆଜି...

ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଅବସରରେ ବୋରିଗୁମ୍ମା ଭା.ଜ.ପା.ତରଫରୁ ହୋମ ଓ ପୂଜାପାଠ

ରିପୋର୍ଟ : ରବିଶଙ୍କର ମହାପାତ୍ର // କୋରାପୁଟ(୦୫/୦୮): ଆଜି ପୂର୍ବାହ୍ନରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଶ୍ରୀରାମ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି ତରଫରୁ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉପଲକ୍ଷେ ସାମାଜିକ...

ଆନ୍ତର୍ଜାତୀକ ସ୍ତରରେ ଗଙ୍ଗାଧର ଜୟନ୍ତୀର ପ୍ରଥମ ୱେବନିଅର, ଦୁବାଇ ପଶ୍ଚିମ ଓଡିଶା କମ୍ୟୁନିଟିର ଆଲୋଚନା ଚକ୍ର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ପବିତ୍ର ଶ୍ରାବଣ ପୁର୍ଣ୍ଣିମା ଦିବସରେ ୟୁଏଇ ଅନ୍ତର୍ଗତ ଦୁବାଇରେ ଡିଜିଟାଲାଇଜେସନ ଭାବରେ ପ୍ରଥମ ଥର ପାଇଁ ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଯାଇଛି । ପଶ୍ଚିମ...

Recent Comments

%d bloggers like this: