Advertisements
Thursday, July 2, 2020
Home Education & Literacy ରାଇକିଆରେ ବିଶ୍ୱ ଶୌଚାଳୟ ଦିବସ ପାଳନ

ରାଇକିଆରେ ବିଶ୍ୱ ଶୌଚାଳୟ ଦିବସ ପାଳନ

ରାଇକିଆ(ଜଗଦୀଶ ଦାସ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରେ ବିଶ୍ୱ ଶୌଚାଳୟ ଦିବସ ପାଳିତ ହୋଇଯାଇଛି |

ଏହି ସ୍ଵଚ୍ଚ ଓଡିଶା ସୁସ୍ଥ ଓଡିଶା କାର୍ଯ୍ୟକ୍ରମରେ ରାଇକିଆ ବିଡ଼ିଓ ରଶ୍ମି ରଞ୍ଜନ ମହନ୍ତଙ୍କ ଦ୍ୱାରା ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା | ସନ୍ଧ୍ୟାରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ହୋଇଥିଲା ଓ ସ୍ଲୋଗାନ ଥିଲା ସ୍ୱଚ୍ଛ ଓଡିଶା-ସୁସ୍ଥ ଓଡିଶା | ଏହି କାର୍ଯ୍ୟକ୍ରମ ରେ ବିଡ଼ିଓ , ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସମିତି ସଭ୍ୟ, ସମସ୍ତ ପଂଚାୟତ ର ସରପଞ୍ଚ, ଓ ଅନେକ ଜନସାଧାରଣ ଉପସ୍ଥିତ ଥିଲେ |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବେସରକାରୀ ଫାଇନାନ୍ସ ଜବରଦସ୍ତ ଋଣ ଆଦାୟ ଅଭିଯୋଗ

ରିପୋର୍ଟ : ଜଗଦୀଶ ଦାସ //ରାଇକିଆ (୦୧/୦୭ ): ସାରାବିଶ୍ୱରେ ବିଶ୍ୱମହାମାହାମାରୀ କାରୋନା କାୟାବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ କାରୋନା ଆତଙ୍କ ଖେଳାଇଛି ଦିନକୁ ଦିନ କୋରନା...

ମାକ୍ସ ପିନ୍ଧିବା ଲାଗି ସଚେତନ କଲେ ପୁଲିସ କର୍ମଚାରୀ

ରିପୋର୍ଟ୍: ଜଗନ୍ନାଥ ଦଳେଇ //ଖଇରପୁଟ (୧/୭): ଦିନକୁ ଦିନ ଭୟାବହ ସୃଷ୍ଟି କରୁଛି କରନାରେ ଏହି ସଂକ୍ରାମକ ରୋଗ। ପ୍ରତି ଦିନ ୧୦୦ ରୁ ଉର୍ଦ୍ଧ ଵଡୁଛନ୍ତି କରନାରେ...

ବିନା ରଥରେ ମହାପ୍ରଭୁ ଜନ୍ମ ବେଦୀ ରୁ ମନ୍ଦିରକୁ ଫେରିଲେ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧୵ ୭): ବରଗଡ ଜିଲ୍ଲା ଝାରବନ୍ଧ ଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ବଳଭଦ୍ର ଏ ସୁଭଦ୍ରା ମାଉଁସୀ ମନ୍ଦିରରେ ନଅଦିନ...

ଆଲୋମଣ୍ଡା ଓ ଡୁମାଡ଼ଙ୍ଗର ସାପ୍ତାହିକ ବୁଧବାର ବଜାର ବନ୍ଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧:୭:୨୦): କୋରାପୁଟ ଜିଲା ଅନ୍ତର୍ଗତ ବନ୍ଧୁଗାଁ ବ୍ଲକରେ ଗତ ୨୭ ତାରିଖ ଦିନ ୧୦ କରନା ରୋଗୀ ଚିହ୍ନଟ ହୋଇଥିବା ସହ...

Recent Comments

%d bloggers like this: