Advertisements
Saturday, July 4, 2020
Home headline ବାଇକ ଦୁର୍ଘଟଣାରେ ଜଣେ ମହିଳା ଗୁରୁତର

ବାଇକ ଦୁର୍ଘଟଣାରେ ଜଣେ ମହିଳା ଗୁରୁତର

କଲ୍ୟାଣସିଂହପୁର(ଅକ୍ଷୟ ପୀଡ଼ିସିକା): ଆଜି କାର୍ତ୍ତିକ ପୂର୍ଣମୀ ଦିନ କାର୍ତ୍ତିକ ବୁଡ଼ ଦେଇ ଫେରୁଥିବା ସମୟରେ ବାଇକ ଦୁର୍ଘଟଣା ରେ ଜଣ ଆହତ ହୋଇଛନ୍ତି |

କଲାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବରପଦର ଗ୍ରାମର କାଲିମତି ଦୁର୍ଗା ଆଜି କାର୍ତ୍ତିକ ବୁଡ ଦେଲା ପରେ କଲ୍ୟାଣସିଂହପୁର ଦେବଗିରୀ ମନ୍ଦିରକୁ ଦର୍ଶନ କରିବାକୁ ଆସୁଥିବାବେଳେ ଖରଯୋଡା ଗ୍ରାମ ନିକଟ ବ୍ରିଜ ବୁଲାଣିପାଖରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟନା ହୋଇଥିଲା | ତାଙ୍କୁ କଲ୍ୟାଣସିଂହପୁର ମେଡିକଲକୁ ଚିକିତ୍ସା କରିବାକୁ ଆସିଥିବା ବେଳେ କଲ୍ୟାଣସିଂହପୁର ମେଡିକଲରେ ସଫଳ ନହେବାରୁ ତାଙ୍କୁ ରାୟଗଡା ମେଡିକଲକୁ ପଠାଇଦିଆଯାଇଛି |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: