Advertisements
Saturday, July 4, 2020
Home Cultural & Festival ପ୍ରସିଦ୍ଧ ଶୈବପୀଠ ହରିଶଙ୍କରଠାରେ କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ-ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ପ୍ରସିଦ୍ଧ ଶୈବପୀଠ ହରିଶଙ୍କରଠାରେ କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ-ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ଖପ୍ରାଖୋଲ (ଭୋଜରାଜ ବରିହା): ବଲାଙ୍ଗୀର ଜିଲ୍ଲାର ପଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ପ୍ରସିଦ୍ଧ ଶୈବପୀଠ ହରିଶଙ୍କର ଠାରେ ଭୋର ସକାଳରୁ କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ ପାଳିତ ହୋଇଯାଇଛି |

ଏହି କାର୍ଯ୍ୟକ୍ରମରେ ଡ଼ଙ୍ଗା ଭସାଣି ପାଇଁ ହଜାର ହଜାର ଶ୍ରଦ୍ଧାଳୁ ସମାଗମ ହେବାର ଦେଖିବାକୁ ମିଳିଥିଲା । ପାପନାସିନୀ ଝରଣାରେ ବୁଡ଼ ପକାଇବା ସହ ଝରଣାରେ କଦଳୀ ପାଟୁଆ ଡ଼ଙ୍ଗା ଭସାଇ ଶିବ ଦର୍ଶନ ପାଇଁ ମନ୍ଦିରରେ ଲମ୍ବା ଧାଡି ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ତରଫରୁ ସହଯୋଗ କରାଯାଇଥିଲା |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: