Advertisements
Sunday, July 5, 2020
Home headline ଜୟପୁର ରେ ଆସନ୍ତା ୨୧ ରୁ ୨୩ ପର୍ଯ୍ୟନ୍ତ ରାଜ୍ୟ ସ୍ତରୀୟ କରାଟେ ପ୍ରତିଯୋଗିତା

ଜୟପୁର ରେ ଆସନ୍ତା ୨୧ ରୁ ୨୩ ପର୍ଯ୍ୟନ୍ତ ରାଜ୍ୟ ସ୍ତରୀୟ କରାଟେ ପ୍ରତିଯୋଗିତା

ଜୟପୁର (ସୌମ୍ୟ ରଞ୍ଜନ ସାହୁ): କୋରାପୁଟ ବାସୀଙ୍କ ପାଇଁ ଖୁସିର ଖବର | ପ୍ରଥମ ଥର ପାଇଁ କୋରାପୁଟ ଜିଲ୍ଲାରେ ଜୟପୁରଠାରେ ଏକ ରାଜ୍ୟ ସ୍ତରୀୟ ବରିଷ୍ଠ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି |

ଏହାର ଆୟୋଜକ ଉତ୍କଳ କରାଟେ ବିଦ୍ୟାଳୟ,ଜୟପୁର(ଜିଲ୍ଲା କୋରାପୁଟ) | ଆଜି ସମସ୍ତ ମେମ୍ବର ମାନଙ୍କୁ ନେଇ ଏକ ବୈଠକ ହୋଇଥିଲା | ଜୟପୁର ଇଣ୍ଡୋର ଷ୍ଟାଡିୟମ ଠାରେ ଆସନ୍ତା ଡିସେମ୍ବର ୨୧,୨୨,୨୩ ତାରିଖରେ ଏହି ପ୍ରତିଯୋଗିତା ଓଡିଶା ରାଜ୍ୟ କରାଟେ ସଂଘର ତତ୍ୱାବଧାନରେ କରାଯିବ ପାଇଁ ନିଷ୍ପତ୍ତି କରାଯାଇଥିଲା ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: