Advertisements
Monday, July 13, 2020
Home headline ହକି ବିଶ୍ୱ କପ ପାଇଁ ବିଜୁ ଯୁବ ବାହିନୀ ଆନୁକୂଲ୍ୟରେ ଗଣଦୌଡ଼

ହକି ବିଶ୍ୱ କପ ପାଇଁ ବିଜୁ ଯୁବ ବାହିନୀ ଆନୁକୂଲ୍ୟରେ ଗଣଦୌଡ଼

ନବରଙ୍ଗପୁର ଜିଲ୍ଲା ପ୍ରତିନିଧି (ଏ. ସତୀଶ ): ରାଜ୍ୟରେ ହକି ବିଶ୍ୱ କପ ପାଇଁ ଜିଲ୍ଲା କ୍ରୀଡା ଓ ବିଜୁ ଯୁବ ବାହିନୀ ପକ୍ଷରୁ ଏକ ଗଣଦୌଡ଼ର ଆୟୋଜନ କରାଯାଇଥିଲା ।

ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ନବରଙ୍ଗପୁର ବିଧାୟକ ମୋନହର ରନ୍ଧାରୀ , ଏସପି ବିବେକନନ୍ଦ ଶର୍ମା ,ଏଡି ଏମ ପରୀକ୍ଷିତ ସେଠି , ଉପଜିଲ୍ଲାପାଳ କୁରୁଣାକାର ରାଇକା , ଡିଫୋଓ ରଞ୍ଜିତ କୁମାର ମଲ୍ଲିକ , ପ୍ରଧାନ ଶିକ୍ଷକ ଅସୀମ କୁମାର ବିଶ୍ୱାସ ,ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ କୁମାର ସିଂଙ୍କ ଉପସ୍ଥିତି ରେ ବିଧାୟକ ସବୁଜ ପତକା ଦେଖାଇ ଗଣଦୌଡ଼ର ଶୁଭ।ରମ୍ବ କରିଥିଲେ। ମଣ୍ଡେଇ ପଡିଆ ଠାରୁ ବାହାରି ଚରକ ବନ ପ୍ରଯ୍ୟନ୍ତ ଏହି ଗଣ ଦୌଡ଼ ହୋଇଥିଲା। ଗଣଦୌଡ଼ରେ ବହୁ ସ୍କୁଲ ଓ କଲେଜ ର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଗଣ ଦୌଡ଼ରେ ବିଜୟୀ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରୁସ୍କୃତ କରାଯାଇଥିଲା ।ଏହି କାର୍ଯ୍ୟକ୍ରମ କୁ ବରିଷ୍ଠ କ୍ରୀଡା ଶିକ୍ଷକ ଶିବ ପଟନାୟକ ଓ ଶିକ୍ଷକ ମୋନାଜ ପଟନାୟକ ସହଯୋଗ କରିଥିଲେ ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: