Advertisements
Monday, July 13, 2020
Home Government News ପୋଲିସ ଓ ଜନସାଧାରଣ ମିଳିତ ବୈଠକ ଅନୁଷ୍ଠିତ

ପୋଲିସ ଓ ଜନସାଧାରଣ ମିଳିତ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼ ଜିଲ୍ଲା ପ୍ରତିନିଧି (ରାଜେଶ କୁମାର ଜେନା): ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ପୋଲିସ ଫାଣ୍ଡି ଠାରେ ସବୁ ମାସ ପରି ଆଜିର ଦିନରେ ମଧ୍ୟ ଏକ ସଭାର ଆୟୋଜନ କରାଯାଇଥିଲା ।

ଏଠାରେ ରାଜଗାଙ୍ଗପୁର ଆଇ.ଏସ.ଆଇ ଶ୍ରୀଯୁକ୍ତ ପ୍ରଦୀପ କୁମାର ଜେନା ଓ ଅନ୍ୟ ପୋଲିସ କର୍ମଚାରୀ ମଧ୍ୟ ଉପସ୍ଥିତ ଥିଲେ । ଜନସାଧାରଣଙ୍କର ଯେମିତି କିଛି ଅସୁବିଧା ନ ହୁଏ ସେଥିପାଇଁ ବୈଠକ ବସିଥିଲା । ଯେମିତି ଦେଶିମଦ ବ୍ୟାପାର, ମାରପିଟ, ଚୋରି, ଏ.ଟି.ଏମ ଚୋରି, ଡକାୟତ, ଓ ଆହୁରି ଅନ୍ୟାନ୍ୟ ଜିନିଷ ସବୁ ରୋକିବା ପାଇଁ ଜନସାଧାରଣଙ୍କ ସହାୟକ ଦରକାର ସେଥିପାଇଁ ବୈଠକ ବସିଥିଲା । ଏଠାରେ ୩୦ରୁ ଉର୍ଦ୍ଧ ଲୋକ ଯୋଗ ଦେଇଥିଲେ ଏବଂ ପୋଲିସକୁ ସମର୍ଥନ ମଧ୍ୟ କରିଥିଲେ । ଜନସାଧାରଣ ଓ ପୋଲିସ ମିଶି ରାଜଗାଙ୍ଗପୁର ସହରକୁ କିପରି ଭାବରେ ଉନ୍ନୟନ କରିବା ସେଥିପ୍ରତି କଡା ନିଷ୍ପତ୍ତି ନେଇଛନ୍ତି ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: