Advertisements
Monday, June 1, 2020
Home headline ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାଇ ବେଞ୍ଚ ପ୍ରତିଷ୍ଠା ଦାବି

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାଇ ବେଞ୍ଚ ପ୍ରତିଷ୍ଠା ଦାବି

ରାଜଗାଙ୍ଗପୁର (ରାଜେଶ କୁମାର ଜେନା): ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାଇ ବେଞ୍ଚ ପ୍ରତିଷ୍ଠା ଦାବିରେ ରାଜଗାଙ୍ଗପୁର ଓକିଲ ସଙ୍ଘର ସାଧାରଣ ସମ୍ପାଦକ ମନୋଜ କୁମାର ସାହୁ ଓ ତାଙ୍କ ଓକିଲ ସଂଘ ମିଶି ୪୮ଘଣ୍ଟା ପାଇଁ ବନ୍ଦ ଡାକରା ଦେଇଛନ୍ତି ।

ରାଜଗାଙ୍ଗପୁରର ସବୁ ଦୋକାନ ବଜାର ବନ୍ଦ ସହିତ ଯାନବାହନ ଯିବା ଆସିବା ମଧ୍ୟ ବନ୍ଦ ରହିଛି । ତାଙ୍କ ଦାବି ହେଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ସ୍ଥାପନା କରାଯାଉ । ଏବଂ ତା ସହ ରାଜଗାଙ୍ଗପୁରକୁ ସବ ଡିଭିଜନ ଭାବରେ ମଧ୍ୟ ଘୋଷଣା କରାଯାଉ। ଏହି ବନ୍ଦ ଡାକରାରେ କେବଳ ରାଜଗାଙ୍ଗପୁର ଓକିଲ ସଂଘ ନାହାନ୍ତି, ତାଙ୍କ ସହିତ କାଂଶବାହାଲ, କୁତ୍ରା, ବଡ଼ଗାଁ ର ଓକିଲ ସଂଘ ମଧ୍ୟ ଅଛନ୍ତି ଏବଂ ପ୍ରତ୍ୟେକ ଯାଗାରେ ରାସ୍ତା ରୋକ କରିଛନ୍ତି । ସରକାର ତାଙ୍କ ଦାବି ଯଦି ପୂରଣ ନକରନ୍ତି ତେବେ ଆଗାମୀ ଦିନରେ ମଧ୍ୟ ଆହିରୀ ଉଗ୍ରତର ରୂପ ଦେଖିବାକୁ ମିଳିବ ବୋଲି ଓକିଲ ସଂଘ କହିଛନ୍ତି ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: