Advertisements
Saturday, July 4, 2020
Home Education & Literacy ବିଜୁ ଯୁବ ସଶକ୍ତି କରଣ ଯୋଜନାରେ ଲାପଟପ ବଣ୍ଟନ

ବିଜୁ ଯୁବ ସଶକ୍ତି କରଣ ଯୋଜନାରେ ଲାପଟପ ବଣ୍ଟନ

ଜୟପୁର (ସୌମ୍ୟରଂଜନ ସାହୁ): ମାନ୍ୟବର ଜୟପୁର ବିଧାୟକ ଶ୍ରୀଯୁକ୍ତ ତାରାପ୍ରସାଦ ବାହିନୀପତି ଆଜି ଜୟପୁର ବିକ୍ରମ ଦେବ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବିଜୁ ଯୁବ ସକ୍ତିକରଣ ଯୋଜନା ଲାପଟପ୍ ବଣ୍ଟନ କରିଥିଲେ |

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଲାପଟପ ବଣ୍ଟନ କରିଛନ୍ତି । ଏଠାରେ R.D Director ଡଃ.ତ୍ରିନାତ ପ୍ରସାଦ ରଥ, ଅଧ୍ୟକ୍ଷା ଡଃ.ରଚନା ଆଚାର୍ଯ୍ୟ, ପ୍ରସାନ୍ତ ମହାଲିକ, ଶଙ୍କର ପ୍ରସାଦ ଦୁରିଆ ଏବଂ ପ୍ରଦିପ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ୨୩୫ ରୁ ୬୦ଟି ଲାପଟପ ଛାତ୍ରଛାତ୍ରୀ ମାନଙ୍କୁ ବଣ୍ଟାଯାଇଥିଲା |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

Recent Comments

%d bloggers like this: