Advertisements
Wednesday, July 8, 2020
Home Education & Literacy ମାଲକାନଗିରି ରେ ବିଶ୍ୱ ଏଡ୍.ସ୍ ଦିବସ ପାଳିତ

ମାଲକାନଗିରି ରେ ବିଶ୍ୱ ଏଡ୍.ସ୍ ଦିବସ ପାଳିତ

ମାଲକାନଗିରି ଜିଲ୍ଲା ପ୍ରତିନିଧି (ଅସୀମ ବିଶ୍ୱାସ): ଆଜି ଡିସେମ୍ବର ୧ତାରିଖ ବିଶ୍ୱ ଏଡ୍.ସ୍ ଦିବସ । ଆଜି ସାରା ବିଶ୍ୱରେ ପାଳିତ ହୋଇଛି ଏଡ୍.ସ୍ ଦିବସ ।

ସେହିପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ସଦର ମହକୁମା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟରେ । ବିଶ୍ୱ ଏଡ୍.ସ୍ ଦିବସ ଉପଲଷେ ଏକ ରାଲି ଆୟଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼କ୍ତର ଶ୍ରୀ ଅମରେଦ୍ର ମହାନ୍ତି,ଏ.ଡି.ପି.ଏଚ୍ ଟି.ବି ଏବଂ ଏଚ୍.ଆଇ.ଭି ଡ଼କ୍ତର ଶ୍ରୀ କଲ୍ୟାଣ କୁମାର ସରକାରଙ୍କ ସହ ଜିଲ୍ଲାର ଅନେକ ବରିଷ୍ଠ ବ୍ୟକ୍ତି ଏବଂ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କନ୍ଧମାଳ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମୁହାଁମୁହିଁ

କନ୍ଧମାଳ/ଘୁ.ଉଦୟଗିରି (୦୮/୦୭): କନ୍ଧମାଳ ଜିଲ୍ଲାରେ ଆଜି ପୁଣି ପୁଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥି ସହିତ ପୁଲିସ ଏବଂ...

ସରକାରୀ ଚାକିରିଆ ଗଣମାଧ୍ୟମ ଆଗରେ ମୁହଁ ଖୋଲି ପାରିବେନି

ଭୁବନେଶ୍ୱର (୦୮/୦୭): ରାଜ୍ୟରେ ଏବେଠୁ କୌଣସି ସରକାରୀ ଚାକିରି ଗଣମାଧ୍ୟମ ଆଗରେ ମୁହଁ ଖୋଲିପାରିବେନି ବୋଲି ଜଣାପଡିଛି । ସରକାରୀ ଚାକିରି...

ଧର୍ମପ୍ରାଣ ମହିଳା ଙ୍କ ପରଲୋକ , ଯାଜପୁର

ରିପୋର୍ଟ: ସତ୍ୟଜିତ ବାରିକ //ବରୀ,ଯାଜପୁର (୦୭/୦୭): ଯାଜପୁର ଜିଲ୍ଲା ବରୀ ବ୍ଲକ ରଂପା ଗ୍ରାମ ପଞ୍ଚାୟତ ର ଉପର ରମ୍ପା ର ସ୍ବର୍ଗତ କିଶୋର ଚନ୍ଦ୍ର ମହାନ୍ତି ଙ୍କ...

ସାଂସଦଙ୍କ ବନ୍ଧୁଗାଁର ଆଦର୍ଶ ପଞ୍ଚାୟତକୁ ସମୀକ୍ଷା ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୭/୬/୨୦): କୋରାପୁଟ ଜିଲ୍ଲା ସାଂସଦ ମାନ୍ୟବର ସପ୍ତଗିରି ଶଙ୍କର ହୁଲୁକା ଗାରିଡି ଆଦର୍ଶ ଗ୍ରାମ ପଞ୍ଚାୟତ ପରିଦର୍ଶନ କରିବା ସହିତ ଉପସ୍ଥିତ...

Recent Comments

%d bloggers like this: