Advertisements
Wednesday, July 8, 2020
Home Government News ଆଜି ଆଇଏଏସ ସ୍ତରରେ ଅଦଳବଦଳ-ରାଜ୍ୟ ସରକାର

ଆଜି ଆଇଏଏସ ସ୍ତରରେ ଅଦଳବଦଳ-ରାଜ୍ୟ ସରକାର

ଭୁବନେଶ୍ୱର(ଓଡିଶା ନ୍ୟୁଜ୨୪ ବ୍ୟୁରୋ): ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ।

୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ ନୂଆଦିଲ୍ଲୀରେ ଅବସ୍ଥାପିତ ପ୍ରମୁଖ ଆବାସିକ କମିଶନର ହେବେ । ଏବେସୁଦ୍ଧା ସେ ଅର୍ଥ ବିଭାଗର ସଚିବ ଥିଲେ । ତାଙ୍କ ସ୍ଥାନରେ ୧୯୯୩ ବ୍ୟାଚର ଆଇଏଏସ ଅଫିସର ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ନିଯୁକ୍ତି ପାଇଛନ୍ତି । ସେହିପରି ୨୦୦୨ ବ୍ୟାଚର ଆଇଏଏସ ଅଫିସର ସାଧାରଣ ପ୍ରଶାସନ ବିଭାଗର ନୂଆ ପ୍ରମୁଖ ଶାସନ ସଚିବ ନିଯୁକ୍ତି ହୋଇଛନ୍ତି । ଦେବେନ୍ଦ୍ର କୁମାର ଜେନା ରାଜ୍ୟ ସମବାୟ ବ୍ୟାଙ୍କର ନୂଆ ଏମଡି ନିଯୁକ୍ତ ହୋଇଛନ୍ତି ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କନ୍ଧମାଳ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମୁହାଁମୁହିଁ

କନ୍ଧମାଳ/ଘୁ.ଉଦୟଗିରି (୦୮/୦୭): କନ୍ଧମାଳ ଜିଲ୍ଲାରେ ଆଜି ପୁଣି ପୁଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥି ସହିତ ପୁଲିସ ଏବଂ...

ସରକାରୀ ଚାକିରିଆ ଗଣମାଧ୍ୟମ ଆଗରେ ମୁହଁ ଖୋଲି ପାରିବେନି

ଭୁବନେଶ୍ୱର (୦୮/୦୭): ରାଜ୍ୟରେ ଏବେଠୁ କୌଣସି ସରକାରୀ ଚାକିରି ଗଣମାଧ୍ୟମ ଆଗରେ ମୁହଁ ଖୋଲିପାରିବେନି ବୋଲି ଜଣାପଡିଛି । ସରକାରୀ ଚାକିରି...

ଧର୍ମପ୍ରାଣ ମହିଳା ଙ୍କ ପରଲୋକ , ଯାଜପୁର

ରିପୋର୍ଟ: ସତ୍ୟଜିତ ବାରିକ //ବରୀ,ଯାଜପୁର (୦୭/୦୭): ଯାଜପୁର ଜିଲ୍ଲା ବରୀ ବ୍ଲକ ରଂପା ଗ୍ରାମ ପଞ୍ଚାୟତ ର ଉପର ରମ୍ପା ର ସ୍ବର୍ଗତ କିଶୋର ଚନ୍ଦ୍ର ମହାନ୍ତି ଙ୍କ...

ସାଂସଦଙ୍କ ବନ୍ଧୁଗାଁର ଆଦର୍ଶ ପଞ୍ଚାୟତକୁ ସମୀକ୍ଷା ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୭/୬/୨୦): କୋରାପୁଟ ଜିଲ୍ଲା ସାଂସଦ ମାନ୍ୟବର ସପ୍ତଗିରି ଶଙ୍କର ହୁଲୁକା ଗାରିଡି ଆଦର୍ଶ ଗ୍ରାମ ପଞ୍ଚାୟତ ପରିଦର୍ଶନ କରିବା ସହିତ ଉପସ୍ଥିତ...

Recent Comments

%d bloggers like this: