Advertisements
Monday, July 13, 2020
Home Education & Literacy ଡାବୁଗାଁ ଭୈରବ କଲେଜର ଅବ୍ୟବସ୍ତା ନେଇ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ର ଛାତ୍ରୀ

ଡାବୁଗାଁ ଭୈରବ କଲେଜର ଅବ୍ୟବସ୍ତା ନେଇ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ର ଛାତ୍ରୀ

ନବରଙ୍ଗପୁର ଜିଲ୍ଲା ପ୍ରତିନିଧି (ଏ.ସତୀଶ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ କଲେଜର ଅବ୍ୟବସ୍ଥା ନେଇ ଛାତ୍ର ଛାତ୍ରୀ ମାନେ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି ।

ଅଧ୍ୟାପକ ମାନେ ଠିକ ସମୟରେ ଆସି ପାଠ ପଢ଼ାଉନଥିବା ସହ ନିୟମିତ କଲେଜକୁ ଆସୁ ନ ଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । କଲେଜର ଛାତ୍ରାବାସ ଦାୟିତ୍ବରେ ଥିବା ସୁପେରଟଡେଣ୍ଟ ଠିକ ଭାବରେ ଆସୁ ନ ଥିବାରୁ ଛାତ୍ର ଛାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଛାତ୍ର ଛାତ୍ରୀ କହିଛନ୍ତି । ପରେ କଲେଜର କର୍ତ୍ତୃପକ୍ଷ ଆସି ଛାତ୍ର ଛାତ୍ରୀ ମାନଙ୍କ ସହ ଆଲୋଚନା କରି ଆଗାମୀ ଗଭର୍ଣ୍ଣିଙ୍ଗ ବଡି ମିଟିଙ୍ଗରେ ଏହି ଦାବି ଗୁଡିକ ଆଲୋଚନା କରି ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଛାତ୍ର ଛାତ୍ରୀ ମାନେ ଆନ୍ଦୋଳନ ପ୍ରତ୍ୟାହୃତ କରିଥିଲେ । କଲେଜର ଏପରି ଅବ୍ୟବସ୍ଥାକୁ ଯଥା ଶୀଘ୍ର ଦୂର କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଜେପି ବିଧାୟକ ଦେବେନ୍ଦ୍ର ନାଥ ରୟ ବଙ୍ଗଳାର ଉତ୍ତର ଦିନାଜପୁରରେ ଝୁଲୁଥିବା ଦେଖିବାକୁ ମିଳିଛି : ଦଳ କହିଛି ଟିଏମସି ଦ୍ୱାରା ହତ୍ୟା

କଲିକତା (୧୩/୦୭-ଓଡିଶାନ୍ୟୁଜ୨୪ ବ୍ୟୁରୋ ): ସୋମବାର ସକାଳେ ଉତ୍ତର ଦିନାଜପୁର ଜିଲ୍ଲାର ହେମତାବାଦ ଅଞ୍ଚଳରେ ଥିବା ତାଙ୍କ ଘର ନିକଟରେ ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ନାଥ ରୟଙ୍କ...

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲେ ମନ୍ତ୍ରୀ

ରିପୋର୍ଟ: ଓଡିଶାନ୍ୟୁଜ୨୪ବ୍ୟୁରୋ //ଭୁବନେଶ୍ୱର (୧୩।୦୭): ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ହୋଇଛି । ଟାବୁଲେସନ ଆରମ୍ଭ ହୋଇଯାଇଛି । ଖୁବ୍‌ଶୀଘ୍ର ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ...

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ, ମିଳିଲାନି ଆମ୍ବୁଲାନ୍ସ ବାଇକ ଯୋଗେ ବୁହାହେଲା ଶିଶୁର ଶବ

ରିପୋର୍ଟ: ଜଗଦୀଶ ଦାସ //ରାଇକିଆ(୧୩/୦୭): ସରକାର ସ୍ୱାସ୍ଥ୍ୟର ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି ର୍ତ୍ତମାନ ପରିସ୍ଥିତି କିନ୍ତୁ ଆଦିବାସୀ ଅଧ୍ୟୁଷିତ କନ୍ଧମାଳରେ ସ୍ୱାସ୍ଥ୍ୟ ସେବା ଏକରକମ ଭୁଶୁଡିଯାଇଛି...

Recent Comments

%d bloggers like this: