Advertisements
Saturday, July 4, 2020
Home headline ରାଇକିଆ ମଣ୍ଡାସରଠାରେ ବିଜେପିର ଜନ ପରାମର୍ଶ ପଦଯାତ୍ରା

ରାଇକିଆ ମଣ୍ଡାସରଠାରେ ବିଜେପିର ଜନ ପରାମର୍ଶ ପଦଯାତ୍ରା

ରାଇକିଆ(ଜଗଦୀଶ ଦାସ): କନ୍ଧମାଳ ଜିଲ୍ଲା ରାଇକିଆ ଠାରୁ ୧୫କିମି ରେ ଅବସ୍ଥିତ ମଣ୍ଡାସର ମଣ୍ଡଳ ଭାରତୀୟ ଜନତା ପାର୍ଟି ତରଫରୁ ଜନପରାମର୍ଶ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା |

ଏହି ପଦଯାତ୍ରା ରେ ସଭାପତି ଗାୟକ ପ୍ରଧାନ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ଧବଳେଶ୍ୱର ପ୍ରଧାନ, ମହିଳା ମୋର୍ଚ୍ଚା ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟା ସତ୍ୟଭାମା ପ୍ରଧାନ, ମହିଳା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ସଂଘମିତ୍ରା ପ୍ରଧାନ, ମହିଳା ମୋର୍ଚ୍ଚା ସଭାପତି ଅର୍ଚ୍ଚନା ପ୍ରଧାନ, ମାନଗୋବିନ୍ଦ ପ୍ରଧାନ ଆଦି ଉପସ୍ଥିତ ଥିଲେ | ମଣ୍ଡାସର ମଣ୍ଡଳର କାର୍ଯ୍ୟକର୍ତ୍ତା ଶ୍ରୀ ନିବାସ ପଧାନ, ସୀମାନ୍ତ ପ୍ରଧାନ, ପଦ୍ମ ପ୍ରଧାନ, ରଘୁନାଥ ସେଠି, ପଞ୍ଚାନନ ଦଳବେହେରା, ଶାନ୍ତନୁ ପଧାନ, ଅଚ୍ୟୁତ ମଲ୍ଲିକଙ୍କ ସହ ବହୁ କର୍ମକର୍ତ୍ତା ଯୋଗ ଦେଇଥିଲେ | ଉକ୍ତ ପଦଯାତ୍ରାରେ ଘରକୁ ଘର ବୁଲି ଲୋକମାନଙ୍କ ପରାମର୍ଶ ପଚାରି ଥିବା ଓ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିବା ସଭାପତି ଶ୍ରୀ ପ୍ରଧାନ କହିଥିଲେ |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: