Advertisements
Saturday, July 4, 2020
Home headline ଦୋକାନ ଘରକୁ ପଶି ଦୁର୍ଘଟଣା ଗ୍ରସ୍ତ ଘରୋଇ ବସ

ଦୋକାନ ଘରକୁ ପଶି ଦୁର୍ଘଟଣା ଗ୍ରସ୍ତ ଘରୋଇ ବସ

ମାଲକାନଗିରି ଜିଲ୍ଲା ପ୍ରତିନିଧି (ଅସୀମ ବିଶ୍ୱାସ) : ମାଲକାନଗିରି ଜିଲାର ମାଥିଲିରେ ଗତକାଲି ଏକ ବସ୍ ଦୁର୍ଘଟଣା ହୋଇଛି । ମାଲକାନଗିରିରୁ କସାଗୁମ୍ଡା ଯାଉଥିବା ମହାବାହୁ ନାମକ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ ।

ଉକ୍ତ ବସ୍ ଟି ମାଥିଳି ବସ୍ ଷ୍ଟପରୁ ଯାତ୍ରିମାନଙ୍କୁ ଚଢାଇ ଯିବା ସମୟରେ ଡ୍ରାଇଭରଙ୍କୁ ହଠାତ ହୋଇଛି । ଏହାଫଳରେ ବସ୍ ଟି ଭାରସାମ୍ୟ ହରାଇ ନିକଟରେ ଥିବା ଏକ ଦୋକାନ ସହିତ ପିଟି ହୋଇଥିଲା । ଏହି ଘଟଣାରେ କାହାର କିଛି କ୍ଷତି ହୋଇନଥିବା ବେଳେ ଡ୍ରାଇଭରଙ୍କୁ ମାଥିଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: