Advertisements
Monday, July 13, 2020
Home Government News ମାଲକାନଗିରି ବାଲିମେଳା ପୋଲିସକୁ ବଡ ସଫଳତା

ମାଲକାନଗିରି ବାଲିମେଳା ପୋଲିସକୁ ବଡ ସଫଳତା

ମାଲକାନଗିରି ଜିଲ୍ଲା ପ୍ରତିନିଧି (ଅସୀମ ବିଶ୍ୱାସ): ମାଲକାନଗିରି ଜିଲ୍ଲାର ଓରକେଲ (ବାଲିମେଳା)ରେ ପୋଲିସ ପକ୍ଷରୁ ଗତ ବିଳମ୍ବିତ ରାତିରେ ୧୦୮.୫ କିଲୋ ଗଞ୍ଜେଇ ଜବତ କରାଯାଇଛି ଯାହାକି ବାହାର ରାଜ୍ୟ ହରିୟାଣାକୁ ଚାଲାଣ ହେଉଥିଲା ।

ଜବତ ହୋଇଥିବା ଗଂଜେଇ ମୁଲ୍ୟ ପ୍ରାୟ୧୫ ଲକ୍ଷରୁ ଉର୍ଦ୍ଧ ହେବ ବୋଲି ଜଣା ପଡିଛି । ଅର୍କେଲ ପୋଲିସ ତିନୋଟି ବାଇକ୍ ସହ ସାତ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଏହି ଘଟଣାରେ ଆଉ କେଉଁ ବ୍ୟକ୍ତିମାନେ ସଂପୃକ୍ତ ଅଛନ୍ତି ତାହାକୁ ନେଇ ପୋଲିସ ତଦନ୍ତ ଚଲାଇଛି । ବାରମ୍ବାର ଜିଲ୍ଲାରେ ଗଞ୍ଜେଇ ଚାଲାଣକୁ ନେଇ ବୁଦ୍ଧିଜୀବି ମହଲରେ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଏହାର ଉଚିତ ପ୍ରତିକାର କରିବାକୁ ଦାବି ହେଉଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଜେପି ବିଧାୟକ ଦେବେନ୍ଦ୍ର ନାଥ ରୟ ବଙ୍ଗଳାର ଉତ୍ତର ଦିନାଜପୁରରେ ଝୁଲୁଥିବା ଦେଖିବାକୁ ମିଳିଛି : ଦଳ କହିଛି ଟିଏମସି ଦ୍ୱାରା ହତ୍ୟା

କଲିକତା (୧୩/୦୭-ଓଡିଶାନ୍ୟୁଜ୨୪ ବ୍ୟୁରୋ ): ସୋମବାର ସକାଳେ ଉତ୍ତର ଦିନାଜପୁର ଜିଲ୍ଲାର ହେମତାବାଦ ଅଞ୍ଚଳରେ ଥିବା ତାଙ୍କ ଘର ନିକଟରେ ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ନାଥ ରୟଙ୍କ...

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲେ ମନ୍ତ୍ରୀ

ରିପୋର୍ଟ: ଓଡିଶାନ୍ୟୁଜ୨୪ବ୍ୟୁରୋ //ଭୁବନେଶ୍ୱର (୧୩।୦୭): ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ହୋଇଛି । ଟାବୁଲେସନ ଆରମ୍ଭ ହୋଇଯାଇଛି । ଖୁବ୍‌ଶୀଘ୍ର ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ...

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ, ମିଳିଲାନି ଆମ୍ବୁଲାନ୍ସ ବାଇକ ଯୋଗେ ବୁହାହେଲା ଶିଶୁର ଶବ

ରିପୋର୍ଟ: ଜଗଦୀଶ ଦାସ //ରାଇକିଆ(୧୩/୦୭): ସରକାର ସ୍ୱାସ୍ଥ୍ୟର ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି ର୍ତ୍ତମାନ ପରିସ୍ଥିତି କିନ୍ତୁ ଆଦିବାସୀ ଅଧ୍ୟୁଷିତ କନ୍ଧମାଳରେ ସ୍ୱାସ୍ଥ୍ୟ ସେବା ଏକରକମ ଭୁଶୁଡିଯାଇଛି...

Recent Comments

%d bloggers like this: