Advertisements
Sunday, July 5, 2020
Home Government News ମ.ରାମପୁର ରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ମ.ରାମପୁର ରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ମ.ରାମପୁର (ଡିଙ୍ଗର କୁମାର ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକର ହାଇସ୍କୁଲ ପଡ଼ିଆରେ ସରକାରଙ୍କ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |

ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫେରସିଂ ମାଧ୍ୟମରେ ଯୋଗଦେଇ ମ.ରାମପୁର ବ୍ଳକ ୧୯ ଟି ପଞ୍ଚାୟତର ୧୩୬ଟି ପ୍ରକଳ୍ପ ପାଇଁ ମୋଟ ତିନି କୋଟି ଅଶୀ ଲକ୍ଷ ଟଙ୍କା ଘୋଷଣା କରିଥିଲେ ଏବଂ ଶୀଘ୍ର କାମ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାପାଳ ଡକ୍ଟର ପରାଗ ହର୍ଷଦ ଗାଭିଲ, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂ ଦେଓ, ସ୍ଥାନୀୟ ବିଧାୟକ ଧନେଶ୍ୱର ମାଝୀ, ଜିଲ୍ଲାପରିଷଦ ସଭ୍ୟ ପୁଷ୍ପେନ୍ଦ୍ର ସିଂ ଦେଓ,ପୂର୍ବତନ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ୍ୟ କୀର୍ତ୍ତନ ସାହୁ, ମ, ରାମପୁର ବ୍ଳକ ଅଧ୍ୟକ୍ଷ ଯିବେଶ କୁମାର ପଣ୍ଡା,ବିଡ଼ିଓ ରୁମନା ଜାଫ୍ରି, ସମସ୍ତ ପଞ୍ଚାୟତ ର ସରପଞ୍ଚ, ବ୍ଳକ କର୍ମଚାରୀ,ବିଜୁ ଯୁବବାହିନୀର କର୍ମକର୍ତ୍ତା ତଥା ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ମାନଙ୍କ ସହ ଶହ ଶହ ସାଧାରଣ ଜନତା ଯୋଗଦେଇଥିଲେ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: