Advertisements
Sunday, July 5, 2020
Home Children Issue ବଡଗୁଡ଼ିଆଳି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ମେଳା

ବଡଗୁଡ଼ିଆଳି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ମେଳା

କୋଦଳା,ଗଞ୍ଜାମ(ଜଗନ କୁମାର ସେଠୀ): ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବଡଗୁଡିଆଳି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ମେଳା ଅନୁଷ୍ଠିତ ହୋଇଯାଇଛି l ସ୍କୁଲ କମିଟି ସଭାପତି ଶ୍ରୀମତି. ସିମାଲୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ପୋଷାକ ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ଖାରିଆପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ତୁଳସୀରାମ ମେହେର, ମୁଖ୍ୟବକ୍ତା ଭାବେ ମର୍ଦ୍ଧମେଖ କ୍ଲଷ୍ଟର ସାଧନ ସଂଯୋଜକ ରବିନାରାୟଣ ଶତପଥି, ସମ୍ନାନିତ ଅତିଥି ଭାବେ ଶିବରାମ ମହାରଣା, ମର୍ଦ୍ଧମେଖ ଗ୍ରାମପଞ୍ଚାୟତର ନାଏବ ସରପଞ୍ଚ ଶ୍ରୀମତି ଛବି ପ୍ରଧାନ, ରାମହରି ପ୍ରଧାନ, ନାରାୟଣ ପ୍ରଧାନ, କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିବାବେଳେ ପୋଷାକ ବିତରଣ ଉତ୍ସବରେ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀ ଦିବ୍ୟବିବେକ ସାହୁ, ଦେବଦର୍ଶୀନି ବିଶ୍ୱାଳ ଓ ଶ୍ରୀମତି ଜାଜ୍ଞସେନୀ ସାହୁ ସହଯୋଗ କରିଥିଲେ l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜ କୁମାର ସେଠି ସ୍ୱାଗତ ଭାଷଣ ଓ ଧନ୍ୟବାଦ ଦେଇ ବାଳକ/ବାଳିକାଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ l ଛାତ୍ରଛାତ୍ରୀ ଭଲ ପଢିବାକୁ ପରାମର୍ଶ ଦେଇଥିଲେ l ଶ୍ରୀ ଗଜେନ୍ଦ୍ର ହରିଜନ ଅତିଥି ପରିଚୟ ଦେଇଥିଲେ l ସ୍କୁଲର ସମସ୍ତ ଶିକ୍ଷକ ଓ ବିଭିନ୍ନ କମିଟି ସଭ୍ୟ/ସଭ୍ୟା ଯୋଗ ଦେଇ ପିଲାମାନଙ୍କୁ ପୋଷାକ ବଣ୍ଟନ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: