Advertisements
Monday, July 13, 2020
Home District News ବମକ ଗ୍ରାମପଂଚାୟତରେ ଆମ ଗାଁ ଆମ ବିକାଶର ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ

ବମକ ଗ୍ରାମପଂଚାୟତରେ ଆମ ଗାଁ ଆମ ବିକାଶର ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ

ମ.ରାମପୁର(ଡିଙ୍ଗର କିଶୋର ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକ ବମକ ଗ୍ରାମପଂଚାୟତରେ ଆମ ଗାଁ ଆମ ବିକାଶର ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ମ.ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ରୁମନା ଜାଫ୍ରି, ଏପିଓ ଜିତେଶ କୁମାର ତ୍ରିପାଠୀ, ବିଦ୍ୟୁତ ବିଭାଗ ଯନ୍ତ୍ରୀ ଅଶୀତ ପ୍ରଧାନ, ବ୍ଳକ ଯନ୍ତ୍ରୀ ମନୋଜ କୁମାର ସ୍ୱାଇଁ, କୃଷି ଅଧୀଦର୍ଶକ ହୃଦାନନ୍ଦ ଢଂଗଡା ମାଝୀ, ହେଲଥ ସୁପ୍ରଭାଇଜର ଅଶୋକ କୁମାର ପାତ୍ର, ଆଇ ସି ଡି ଏସ ସୁପର ଭାଇଜର ଅଞ୍ଜଳି ପଟ୍ଟନାୟକ, ବମକ ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରତିମା ସାହୁ, ପି ଇ ଓ ଶୁକ୍ରୁ ରଣା, ସମିତି ସଭ୍ୟ ତ୍ରିଲୋଚନ ବଗର୍ତ୍ତି, ପଞ୍ଚାୟତ ଅଧୀନସ୍ତ ସମସ୍ତ ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା, ବିଜୁ ଯୁବବହିନୀର ସଦସ୍ୟ, ଓ OLM କର୍ମୀ ତଥା ସମସ୍ତ ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯିବା ସହ ବିଦ୍ୟୁତ ବିଭାଗ, କୃଷି ବିଭାଗ, ICDS ତଥା ପଞ୍ଚାୟତ ତରଫରୁ ଷ୍ଟଲ ମାନ ଖୋଲାଯାଇ ଲୋକଙ୍କୁ ଧାରଣା ଦେବା ସହ ମା ମାଉସୀ ମାନେ ତିଆରି କରି ଆଣିଥିବା ପିଠା ଖାଇବାର ମଜା ନେଇଥିଲେ । ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଜେପି ବିଧାୟକ ଦେବେନ୍ଦ୍ର ନାଥ ରୟ ବଙ୍ଗଳାର ଉତ୍ତର ଦିନାଜପୁରରେ ଝୁଲୁଥିବା ଦେଖିବାକୁ ମିଳିଛି : ଦଳ କହିଛି ଟିଏମସି ଦ୍ୱାରା ହତ୍ୟା

କଲିକତା (୧୩/୦୭-ଓଡିଶାନ୍ୟୁଜ୨୪ ବ୍ୟୁରୋ ): ସୋମବାର ସକାଳେ ଉତ୍ତର ଦିନାଜପୁର ଜିଲ୍ଲାର ହେମତାବାଦ ଅଞ୍ଚଳରେ ଥିବା ତାଙ୍କ ଘର ନିକଟରେ ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ନାଥ ରୟଙ୍କ...

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲେ ମନ୍ତ୍ରୀ

ରିପୋର୍ଟ: ଓଡିଶାନ୍ୟୁଜ୨୪ବ୍ୟୁରୋ //ଭୁବନେଶ୍ୱର (୧୩।୦୭): ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ହୋଇଛି । ଟାବୁଲେସନ ଆରମ୍ଭ ହୋଇଯାଇଛି । ଖୁବ୍‌ଶୀଘ୍ର ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ...

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ, ମିଳିଲାନି ଆମ୍ବୁଲାନ୍ସ ବାଇକ ଯୋଗେ ବୁହାହେଲା ଶିଶୁର ଶବ

ରିପୋର୍ଟ: ଜଗଦୀଶ ଦାସ //ରାଇକିଆ(୧୩/୦୭): ସରକାର ସ୍ୱାସ୍ଥ୍ୟର ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି ର୍ତ୍ତମାନ ପରିସ୍ଥିତି କିନ୍ତୁ ଆଦିବାସୀ ଅଧ୍ୟୁଷିତ କନ୍ଧମାଳରେ ସ୍ୱାସ୍ଥ୍ୟ ସେବା ଏକରକମ ଭୁଶୁଡିଯାଇଛି...

Recent Comments

%d bloggers like this: