Advertisements
Saturday, July 4, 2020
Home District News ଆସନ୍ତା କାଲି ବାର ଆସୋସିଏସନ ପକ୍ଷରୁ ରାୟଗଡା ବନ୍ଦ ଡାକରା

ଆସନ୍ତା କାଲି ବାର ଆସୋସିଏସନ ପକ୍ଷରୁ ରାୟଗଡା ବନ୍ଦ ଡାକରା

ରାୟଗଡା ଜ଼ିଲ୍ଲା ପ୍ରତିନିଧି (ଅମୁଲ୍ୟ ନିଶଙ୍କ): ଆସନ୍ତା କାଲି ମଙ୍ଗଳବାର ତା୧୮.୧୨.୨୦୧୮ରିଖ ସକାଳ ୬ଘଣ୍ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ରାୟଗଡା ବନ୍ଦ ଡାକରା ଦିଆଯାଇଛି |

ଅଭିଭକ୍ତ କୋରାପୁଟ ଜ଼ିଲ୍ଲାରେ ହାଇ କୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ରାୟଗଡା ଓକିଲ ସଂଘ ଏହି ବନ୍ଦ ଡାକରା ଦେଇଛି | ଏଥିରେ ଜନ ସାଧାରଣ ସମସ୍ତ ସ୍କୁଲ, କଲେଜ, ବାଣିଜ୍ୟ ବ୍ୟବସାୟ ପ୍ରତିଷ୍ଠାନ, ବ୍ୟାଙ୍କ, ମୋଟର ଗାଡି ଚଳାଚଳ ବନ୍ଦ ରଖିବାକୁ ଅନୁରୋଧ କରିଛନ୍ତି | ଅଭିଭକ୍ତ କୋରାପୁଟ ଜ଼ିଲ୍ଲା ହାଇ କୋର୍ଟର ସ୍ଥାୟୀ ବେଞ୍ଚ ପାଇଁ ଉପଯୁକ୍ତ ସ୍ଥାନ, ଏଥିପାଇଁ ସରକାରଙ୍କ ଦୃଷ୍ଟି ଆକର୍ଶଣ କରିଲେ ମଧ୍ୟ୍ୟ ଦୃଷ୍ଟି ଦେଉନଥିବାରୁ ଏହି ବନ୍ଦ ଡାକରାଦିଆଯାଇଛି | ଦଳମତ ନିର୍ବିଶେଷରେ ସମସ୍ତ ରାଜନୈତିକ ଦଳ ଏହି ରାୟଗଡା ବନ୍ଦକୁ ସମର୍ଥନ ପାଇଁ ଓକିଲ ସଂଘ ତରଫରୁ ବିଷ୍ଣୁ ପଣ୍ଡା, ଟୁଟୁ ଦାଶ, ବିରଜା ପାତ୍ର ସମସ୍ତଙ୍କୁ ଅନୁରୋଧ କରିଛନ୍ତି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: