Advertisements
Monday, July 13, 2020
Home Cultural & Festival ଗୁମାମାହା ଗ୍ରା.ପରେ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁମାମାହା ଗ୍ରା.ପରେ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ


ରାଇକିଆ(ଜଗଦୀଶ ଦାସ): କନ୍ଧମାଳ ଜିଲ୍ଲା ରାଇକିଆ ଠାରୁ ୨୫କିମି ଗୁମାମାହା ପଂଚାୟତରେ ପିଠା କାର୍ଯ୍ୟକ୍ରମ ରେ ଭୁଲ ବୋର୍ଡ ମରାଯାଇ ଥିବା ଦେଖି ଲୋକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିବା ଦେଖିବାକୁ ମିଳିଥିଲା |

ଏହି ପିଠା କାର୍ଯ୍ୟକ୍ରମ ଶ୍ରୀ ସେବାସନ ବେହେରା ପିଠା କାର୍ଯ୍ୟକ୍ରମ ଚାଲିଥିବା ବେଳେ ସେଠାକୁ ଯାଇ ବୋର୍ଡ ଦେଖି ଗୁମାମାହା ପଂଚାୟତ କାର୍ଯ୍ୟାଳୟ ଜାଗାରେ ରାଇକିଆ ପଂଚାୟତ କାର୍ଯ୍ୟାଳୟ ଲେଖା ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ | ଏହି ବିଷୟରେ ଆମେ ରାଇକିଆ ଜିପିଇଓ ଙ୍କୁ ପଚାରିବାକୁ ଚେଷ୍ଟା କଲେ ମଧ୍ୟ ସେ କିଛି କହି ନ ଥିଲେ | ଏହି କାର୍ଯ୍ୟକ୍ରମ ରେ ପିଠା କାର୍ଯ୍ୟକ୍ରମ ରେ ବିଡ଼ିଓ ରଶ୍ମିରଂଜନ ମହନ୍ତ ଙ୍କ ସହ ଅନେକ ସରକାରୀ କର୍ମଚାରୀ, ଆଶା କର୍ମୀ ଉପସ୍ଥିତ ଥିଲେ | ବିଜୁ ସ୍ୱାସ୍ଥ୍ୟ ଯୋଜନା ସହ ସରକାରଙ୍କ ଅନେକ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲେ | କାର୍ଯ୍ୟକ୍ରମରେ ଅନେକ ଷ୍ଟଲ ମାଧ୍ୟମରେ ବିଭିନ୍ନ ପିଠା ପ୍ରସ୍ତୁତି ସହ ପ୍ରଦର୍ଶନ ଓ ବିକ୍ରି କରିଥିଲେ ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: