Advertisements
Saturday, July 4, 2020
Home District News ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିରେ ୧୨ଘଂଟିଆ ବନ୍ଦ ସଫଳ

ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିରେ ୧୨ଘଂଟିଆ ବନ୍ଦ ସଫଳ

ଗୁଣୁପୁର(ପ୍ରଦୀପ କୁମାର ପାତ୍ର।): କୋରାପୁଟ ଜିଲ୍ଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗୁଣୁପୁର ଓକିଲ ସଂଘ ପକ୍ଷରୁ ସମର୍ଥନ ଜଣାଇ ରାୟଗଡା ଜିଲ୍ଲା ଗୁଣୁପୁରରେ ୧୨ଘଣ୍ଟିଆ ବନ୍ଦ ପାଳନ ସଫଳ ହୋଇଛି ।

ବନ୍ଦ ପାଳନ ବେଳେ ସମସ୍ତ ସରକାରୀ କାର୍ଯ୍ୟାଳୟ ,ସମସ୍ତ ସରକାରୀ ବେସରକାରୀ ଶିକ୍ଷା ଅନୁଷ୍ଠାନ ଓ ଚକ ଅଖ ସହ ଦୋକାନ ବଜାର ବନ୍ଦ ହୋଇଥିଲା।କୋରାପୁଟ ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଓ କଟକରେ ଥିବା ହାଇକୋର୍ଟ ବହୁ ଦୂରରେ ଥିବାରୁ ଗରିବ ଲୋକଙ୍କ ପକ୍ଷରେ ହାଇକୋର୍ଟ ଯାଇ କେସ ଲଢ଼ିବା ବହୁତ କଷ୍ଟ ଓ ଖର୍ଚ।ନ୍ତ ହେଉଛି ବୋଲି ଲୋକେ କୋରାପୁଟ ଜିଲ୍ଲାରେ ହାଇକୋର୍ଟ ଦାବି କରିଛନ୍ତି।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

Recent Comments

%d bloggers like this: