Advertisements
Monday, July 13, 2020
Home headline ଅବିଭକ୍ତ କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀରେ ଲମତାପୁଟରେ ବନ୍ଦ ପାଳନ

ଅବିଭକ୍ତ କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀରେ ଲମତାପୁଟରେ ବନ୍ଦ ପାଳନ

ଜୟପୁର (ସୌମ୍ୟରଂଜନ ସାହୁ):  ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀରେ ଲମତାପୁଟ ବ୍ଲକ ସଦର ମହକୁମାରେ ଲମତାପୁଟ ଓକିଲ ସଂଘ ପକ୍ଷରୁ ଏକ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି।

ଏହାର ପ୍ରଭାବରେ ଲମତାପୁଟର ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଓ ସମସ୍ତ ବିଦ୍ୟାଳୟ,କଲେଜ, ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ମଧ୍ୟ ଚଳାଚଳ ବାଧାପ୍ରାପ୍ତ ହୋଇଛି । ବନ୍ଦ ପାଳନକୁ ସମସ୍ତ ରାଜନୈତିକ ଦଳ ଓ ଯୁବକ ସଂଘ ପକ୍ଷରୁ ସମର୍ଥନ କରାଯାଇଛି । ଏଥିରେ ପ୍ରସାନ୍ତ କୁମାର ଦାର୍ଲି,ଅନୁସ୍ ଅନ୍ସାରୀ,ମୋନଜ କୁମାର ଦାର୍ଲି ସନ୍ଦିପ କୁମାର ଦାସ, ଗୋବିନ୍ଦ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: