Advertisements
Monday, July 13, 2020
Home Farmer Issue ଚାଷୀଙ୍କ କ୍ଷତିପୂରଣ ଦାବିରେ ଜିଲ୍ଲା କିସାନ ଖେତ ମଜଦୁର କଂଗ୍ରେସର ଦାବିପତ୍ର

ଚାଷୀଙ୍କ କ୍ଷତିପୂରଣ ଦାବିରେ ଜିଲ୍ଲା କିସାନ ଖେତ ମଜଦୁର କଂଗ୍ରେସର ଦାବିପତ୍ର

ବିନିକା (ଧ୍ରୁବରାଜ ମିଶ୍ର): ଚଳିତ ଖରିଫ ଋତୁରେ ବିନିକା ଅଞ୍ଚଳରେ ଧାନ ଚାଷ ଜମିରେ ଚକଡା ପୋକ ଓ ଲଘୁଚାପ ଜନିତ ବର୍ଷା ଚାଷୀ କ୍ଷତିଗ୍ରସ୍ତ ହୋଇଥିଲେ |

ତାର କ୍ଷୟ କ୍ଷତି ଆକଳନ କରି ତୁରନ୍ତ କ୍ଷତିପୂରଣ ଦେବାକୁ ଦାବିକରି ଏକ ଦାବି ପତ୍ର ସୋନପୁର ଜ଼ିଲ୍ଲା କିସାନ ଖେତ ମଜଦୁର କଂଗ୍ରେସର ସଭାପତି ସ୍ୱପ୍ନେଶ୍ଵର ପୃଷ୍ଟିଙ୍କ ନେତୃତ୍ୱରେ ବିନିକା ଅତିରିକ୍ତ ତହସିଲଦାର ରାକେଶ କୁମାର ଅଗ୍ରୱାଲଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: