Related Contents

ଗୁଡାରି ରେ ସରକାରଙ୍କ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଡାରି (ଲୋକନାଥ ସାହୁ): ରାୟଗଡା ଜିଲ୍ଲା ଗୁଡାରି ବ୍ଲକ ଅଧିନ କଦମା ପଞ୍ଚାୟତରେ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଚିକିତ୍ସା ଅଧିକାରୀ ଶ୍ରବଣ ସାହୁକାର ସମ୍ମାନିତ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ,ସ୍ଥାନୀୟ ସମିତିସଭ୍ୟା, ବ୍ଲକ ଉନ୍ନୟନ ଅଧିକାରୀ ନୃସିଂହ ନାଥ ସେଠି,ବିଜୁ ଜନତା ଦଳର ଜିଲ୍ଲା ସମ୍ପାଦକ ଶ୍ରୀଯୁକ୍ତ କେ.ରାମକ୍ରିଷ୍ଣା,ଗୁଡାରି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓ କର୍ମୀମାନେ ଯୋଗଦେଇ ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ।

Comments are closed.