Advertisements
Sunday, May 31, 2020
Home Accidental Death ଟ୍ରାକ୍ଟର ଓ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

ଟ୍ରାକ୍ଟର ଓ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

ଉମରକୋଟ(ଜ୍ୟୋତି ପ୍ରକାଶ ସାହୁ): ରାଇଘର କୁନ୍ଦେଇ ଥାନା ଅନ୍ତର୍ଗତ ହାଟଭରଣ୍ଡି ଠାରେ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କାରେ ବାଇକ୍ ଚାଳକ ମୃତ ଓ ମହିଳା ଜଣେ ଗୁରୁତର ହୋଇଛନ୍ତି |

ମୂତକ ଜଣକ ହେଲେ ଯୋଡେଙ୍ଗା ଗ୍ରାମର ରାମପ୍ରସାଦ ଗଣ୍ଡ ବୋଲି ଜଣାପଡ଼ିଛି | ଗୁରୁତର ଆହତ ହୋଇଥିବା ମହିଳାଙ୍କୁ ଡାକ୍ତରଖାନା ପଠାଯାଇଛି | ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜିଲା ବିଜେଡି ସଭାପତି ଓ ହସ୍ତତନ୍ତ ମନ୍ତ୍ରୀଙ୍କ ସହ ପଟାଙ୍ଗି ଓ କୋରାପୁଟ,ଲୋଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିଧାୟକଙ୍କ ବନ୍ଧୁଗାଁ ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୨୭:୫:୨୦): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକ ଠାରେ ରହିଥିବା କରନା ଭାଇରସ ରୋଗ ବିଷୟରେ ଅଞ୍ଚଳରେ ତଦାରଖ ଓ ସମୀକ୍ଷା କରିବା...

ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୦୫): ସମଗ୍ର ବିଶ୍ୱକୁ କରୋନା ଭୁତାଣୁ ପାଇଁ ପ୍ରଭାବିତ ଥିବା ବେଳେ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ...

ବୁକୁରାମୁଣ୍ଡା ଠାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୫): ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୁତାଣୁ କୋବିଡ଼-୧୯ ନିଜର କାୟା ବିସ୍ତାର କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ...

ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପାଇକମାଳ,୩୦/୫: କୋଭିଡ ଯୋଦ୍ଧାଙ୍କୁ ସମାନ ଜଣାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ ପାଇକମାଳ ଜାମସେଠ ଗ୍ରାମ ପଞ୍ଚାୟତରେ ସରପଞ୍ଚ ରମ୍ଭା ତାଣ୍ଡିଙ୍କ...

Recent Comments

%d bloggers like this: