Advertisements
Thursday, July 9, 2020
Home Cultural & Festival କଢେଲ ଗ୍ରାମରେ ଅଷ୍ଟପ୍ରହର ନାମଯଜ୍ଞ

କଢେଲ ଗ୍ରାମରେ ଅଷ୍ଟପ୍ରହର ନାମଯଜ୍ଞ

ମ.ରାମପୁର(ଡିଙ୍ଗର କିଶୋର ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକ ଅନ୍ତର୍ଗତ କଢେଲ ଗ୍ରାମରେ ମହାଲକ୍ଷ୍ମୀ ପୂଜା ତଥା ମାଣବସା ଗୁରୁବାର ର ବାର ବର୍ଷ ପୂର୍ତ୍ତି ଉପଲକ୍ଷେ ଅଷ୍ଟପ୍ରହର ନାମଯଜ୍ଞ ଚାଲୁଛି ।

ଏଥିରେ କଢେଲ ଗ୍ରାମ ତଥା ଆଖ ପାଖ ଅଞ୍ଚଳର ଲୋକମାନେ କାର୍ଯ୍ୟକ୍ରମରେ ନାମ ଶ୍ରବଣ ତଥା ବିଭୁ କୃପା ପ୍ରାପ୍ତି ଉଦ୍ଧେଶ୍ୟରେ ଏକତ୍ରିତ ହୋଇଛନ୍ତି । କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର ସାତଟି ସଂକୀର୍ତ୍ତନ ମଣ୍ଡଳୀ ଯୋଗଦେଇଥିବା ବେଳେ ଜୟନ୍ତୀ ମାଝୀ ଓ ବିଷ୍ଣୁ ମାଝୀ ଯଜ୍ଞ କର୍ତ୍ତା, ଅଭିରାମ ଯାନୀ ଓ କୋଦଣ୍ଡ ମନହୀରା ଯଥାକ୍ରମେ ସଭାପତି ଓ ସମ୍ପାଦକ ଭାବେ କାର୍ଯ୍ୟ ତୁଲାଉଛନ୍ତି । ତେବେ ଗତକାଲି ଅପରାହ୍ନରେ ଗ୍ରାମର ସମସ୍ତ ମା, ମାଉସୀ, ଝିଅ,ବୋହୂ ମିଶି କଳସ ଯାତ୍ରା କରି ଅଧିବାସ ପାଳନ କରିଥିଲେ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ନାଗାବଳୀ ନଦୀରେ ଯୁବତୀର ମୃତ ଦେହ ଉଦ୍ଧାର କଲା ପୁଲିସ

ରିପୋର୍ଟ: ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୯/୭): ରାୟଗଡ଼ା ଜିଲ୍ଲା କଲନରା ବ୍ଳକ ଅନ୍ତର୍ଗତ ବୁଡ଼ାଗୁଡା ସଦର ଗାଁ ସାଙ୍ଗାନା ପ୍ରାସ୍କା ଙ୍କ ଝିଅ ସଂଯୁକ୍ତା ପ୍ରାସ୍କା...

ଜାମ୍ମୁ କାଶ୍ମୀର ବିଜେପି ନେତା ଶେଖ ୱାସିମ ବରୀ, ତାଙ୍କ ପିତା ଏବଂ ଭାଇଙ୍କୁ ଆତଙ୍କବାଦୀ ହତ୍ୟା କରିଥିବା ସୂଚନା

ଶ୍ରୀନଗର (ଓଡିଶା ନ୍ୟୁଜ୨୪ ବ୍ୟୁରୋ): ବୁଧବାର ରାତିରେ ଜାମ୍ମୁ-କାଶ୍ମୀର ବିଜେପି ନେତା ଶେଖ ୱାସିମ ବରୀ ଏବଂ ତାଙ୍କ ପରିବାରର ଦୁଇଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ପରିବାରର...

କାନପୁର ଗୁଳି କାଣ୍ଡ ର ମାଷ୍ଟର ମାଇଣ୍ଡ ବିକାଶ ଦୁବେ ଗିରଫ

ନୂଆଦିଲ୍ଲୀ (୦୯/୦୭): ଗତ ସପ୍ତାହରେ ଆଠ ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା କାନପୁର ଗୁଳିରେ ଉତ୍ତରପ୍ରଦେଶ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କୁ ମଧ୍ୟପ୍ରଦେଶରେ ଗିରଫ କରାଯାଇଛି।

ଆଜି କରୋନାରେ ମୃତ୍ୟୁ ସଂଖ୍ୟା ୪ ସହ ୫୨କୁ ବୃଦ୍ଧି

ଭୁବନେଶ୍ୱର (୦୯/୦୭): ରାଜ୍ୟରେ କୋରୋନା ନେଲା ଆଉ ୪ ଜୀବନ, ଭଦ୍ରକରେ କୋରୋନାରେ ପ୍ରଥମ ମୃତ୍ୟୁ, ଗଞ୍ଜାମରେ କୋରୋନାରେ ୩ ଜଣଙ୍କ ମୃତ୍ୟୁ, ଗଞ୍ଜାମରେ କୋରୋନା ମୃତ୍ୟୁ ସଂଖ୍ୟା...

Recent Comments

%d bloggers like this: