Advertisements
Sunday, May 31, 2020
Home District News ଜୋର ଧରିଲା ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବି

ଜୋର ଧରିଲା ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବି

ଧର୍ମଗଡ(ଯୁବରାଜ ଅଗ୍ରୱାଲ): ଜୋର ଧରୁଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି । ଆଜି ଧର୍ମଗଡ ଉପଖଣ୍ଡର ସମସ୍ତ ବ୍ଲକର ବୁଦ୍ଧିଜୀବି ଆଇନଜୀବୀ ଓ କଲେଜ ଛାତ୍ରଛାତ୍ରୀ ଏକତ୍ରିତ ହୋଇ ଏକ ବିରାଟ ଶୋଭାଯାତ୍ରାରେ ଧର୍ମଗଡ ସହର ପରିକ୍ରମା କରିଛନ୍ତି ।

ଧର୍ମଗଡ ଉପଖଣ୍ଡକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି । ଭୌଗୋଳିକ ଦୃଷ୍ଟିକୋଣରୁ ଧର୍ମଗଡ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବା ଉଚିତ ବୋଲି ବୁଦ୍ଧିଜୀବି ମାନେ କହିଛନ୍ତି । ଧର୍ମଗଡ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାରେ ଆଗରୁ ବହୁ ଥର ଏଇପରି ରାଲି କରି ଆସୁଛନ୍ତି ହେଲେ କୌଣସି ସୁଫଳ ମିଳୁନ ଥିବାରୁ ଆଉ ବିଳମ୍ବ କଲେ ଆନ୍ଦୋଳନ ଜୋରଦାର ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜିଲା ବିଜେଡି ସଭାପତି ଓ ହସ୍ତତନ୍ତ ମନ୍ତ୍ରୀଙ୍କ ସହ ପଟାଙ୍ଗି ଓ କୋରାପୁଟ,ଲୋଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିଧାୟକଙ୍କ ବନ୍ଧୁଗାଁ ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୨୭:୫:୨୦): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକ ଠାରେ ରହିଥିବା କରନା ଭାଇରସ ରୋଗ ବିଷୟରେ ଅଞ୍ଚଳରେ ତଦାରଖ ଓ ସମୀକ୍ଷା କରିବା...

ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୦୫): ସମଗ୍ର ବିଶ୍ୱକୁ କରୋନା ଭୁତାଣୁ ପାଇଁ ପ୍ରଭାବିତ ଥିବା ବେଳେ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ...

ବୁକୁରାମୁଣ୍ଡା ଠାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୫): ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୁତାଣୁ କୋବିଡ଼-୧୯ ନିଜର କାୟା ବିସ୍ତାର କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ...

ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପାଇକମାଳ,୩୦/୫: କୋଭିଡ ଯୋଦ୍ଧାଙ୍କୁ ସମାନ ଜଣାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ ପାଇକମାଳ ଜାମସେଠ ଗ୍ରାମ ପଞ୍ଚାୟତରେ ସରପଞ୍ଚ ରମ୍ଭା ତାଣ୍ଡିଙ୍କ...

Recent Comments

%d bloggers like this: