Thursday, August 6, 2020
Home Cultural & Festival ଘୁଷୁରାମୁଣ୍ଡା ଗ୍ରାମରେ ମା ମହାଲକ୍ଷ୍ମୀ ପୂଜା ଉତ୍ସବ ପାଳିତ

ଘୁଷୁରାମୁଣ୍ଡା ଗ୍ରାମରେ ମା ମହାଲକ୍ଷ୍ମୀ ପୂଜା ଉତ୍ସବ ପାଳିତ

ମୁରିବାହାଲ (ଭଗବାନ ମହାନ୍ତି/ନିମାଇଁ ବଘାର): ମୁରିବାହାଲ ବ୍ଲକ ଗୁଡିଘାଟ ପଂଚାୟତ ଘୁଷୁରା ମୁଣ୍ଡା ଗ୍ରାମରେ ମା ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି |

ବୁଧବାର ଅଧିବାସ ଓ କଳସି ଯାତ୍ରା ହୋଇଥିଲା | ଗୁରୁବାର ଓ ଶୁକ୍ରବାର ପୂଜା ଓ ଶନିବାର ଦିନ ପୂର୍ଣ୍ଣାହୁତି ପ୍ରସାଦ ସେବନ କରିଥିଲେ | ଏହି ପୂଜା ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | ପୂଜକ ଶ୍ରୀ ଗୋପୀନାଥ ପାଣିଗ୍ରାହୀ, ଜପକ ରାମ ତ୍ରିପାଠୀ, କର୍ତା ଶ୍ରୀମତୀ ଅମୃତା ଭୋଇ ଓ ଉପେନ୍ଦ୍ର ଭୋଇ, ସଭାପତି ଦିଲୀପ କୁମାର ପୃଷ୍ଟି, ସମ୍ପାଦକ କୃତିବାସ ଭୋଇ, କୋଷାଦକ୍ଷ ଗୋବର୍ଦ୍ଧନ ନାଗ ଆଦି କାର୍ଯ୍ୟକ୍ରମକୁ ସାହାଯ୍ୟ କରିଥିଲେ | ଓଁକାର ଜାନି, ଗଦାଧର କୁଅଁର, ଲବ କାଣ୍ଡ, ରୂକଧର କୁଅଁର, ଗୋବର୍ଦ୍ଧନ କୁଅଁର, ଧନଞ୍ଜୟ କାଣ୍ଡ,
ସମସ୍ତ ଗ୍ରାମବାସୀ ବୃନ୍ଦ ସହଯୋଗ କରିଥିଲେ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜନ୍ମରୁ ଅନ୍ଧ, ପୁଣି ସ୍ତ୍ରୀ ଶଯ୍ୟାଶାୟୀ, ମୁଣ୍ଡ ଗୁଞ୍ଜିବା ପାଇଁ ବାରଦୁଆର-ପ୍ରଶାସନର ଦୃଷ୍ଟି ପଡୁ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ବୁଡେନ ଗ୍ରାମପଂଚାୟତ ଅନ୍ତର୍ଗତ ସିଲେଟପାଲି ଗ୍ରାମର ରଘୁ ନାଗର ଏକ ଦୁଃଖଦ କାହାଣୀ । ଜନ୍ମ...

ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୫:୮:୨୦): ବନ୍ଧୁଗାଁ ବ୍ଲକଠାରେ ଆଜି ପୋଲିସ ବିଭାଗର ସମସ୍ତ ଅଧ8କାରୀ,ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ ବନ ବିଭାଗର ରେଞ୍ଜର କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ଉପିସ୍ତିତରେ ଆଜି...

ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଅବସରରେ ବୋରିଗୁମ୍ମା ଭା.ଜ.ପା.ତରଫରୁ ହୋମ ଓ ପୂଜାପାଠ

ରିପୋର୍ଟ : ରବିଶଙ୍କର ମହାପାତ୍ର // କୋରାପୁଟ(୦୫/୦୮): ଆଜି ପୂର୍ବାହ୍ନରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଶ୍ରୀରାମ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି ତରଫରୁ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉପଲକ୍ଷେ ସାମାଜିକ...

ଆନ୍ତର୍ଜାତୀକ ସ୍ତରରେ ଗଙ୍ଗାଧର ଜୟନ୍ତୀର ପ୍ରଥମ ୱେବନିଅର, ଦୁବାଇ ପଶ୍ଚିମ ଓଡିଶା କମ୍ୟୁନିଟିର ଆଲୋଚନା ଚକ୍ର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ପବିତ୍ର ଶ୍ରାବଣ ପୁର୍ଣ୍ଣିମା ଦିବସରେ ୟୁଏଇ ଅନ୍ତର୍ଗତ ଦୁବାଇରେ ଡିଜିଟାଲାଇଜେସନ ଭାବରେ ପ୍ରଥମ ଥର ପାଇଁ ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଯାଇଛି । ପଶ୍ଚିମ...

Recent Comments

%d bloggers like this: