Advertisements
Saturday, July 4, 2020
Home headline ବିଜେଡିର ମାସିକ ବ୍ଲକ ସ୍ତରୀୟ ବୈଠକ ଅନୁଷ୍ଠିତ

ବିଜେଡିର ମାସିକ ବ୍ଲକ ସ୍ତରୀୟ ବୈଠକ ଅନୁଷ୍ଠିତ

ମାଲକାନଗିରି ଜିଲ୍ଲା ପ୍ରତିନିଧି(ଅସୀମ ବିଶ୍ୱାସ): ମାଲକାନଗିରି ଜିଲ୍ଲା ବିଜୁଜନତା ଦଳ ତରଫରୁ ପଡିଆ ବ୍ଲକର ୮ଟି ଗ୍ରାମ ପଞ୍ଚାୟତକୁ ନେଇ ବ୍ଲକ ସ୍ତରୀୟ ୨୧ଜଣିଆ ୱାର୍ଡ କମ୍ମିଟି ସଭ୍ୟମାନଙ୍କୁ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ମାସିକ ବୈଠକରେ ମାନ୍ୟବର ବିଧାୟକ ମାନସ ମାଡକାମୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ,ଚାଷୀଭାଇ ମାନଙ୍କୁ ଉତ୍ପାଦିତ ଧାନର ସର୍ବ ନିମ୍ନ ସହାୟକ ମୂଲ୍ୟ ପ୍ରଦାନ ,ପୋଲାଭରାମ ଓ ମହାନଦୀ ସମସ୍ୟା ,ଆମ ସରକାରଙ୍କ ପୁର୍ଣ ସହଯୋଗ ସତ୍ୱେ ଆମ ରାଜ୍ୟ ପ୍ରତି ରେଳ ବିଭାଗର ବୈମାତୃକ ମୋନଭାଵ ତଥା ଅନ୍ୟାନ୍ୟ ସ୍ଥାନୀୟ ପ୍ରସଙ୍ଗରେ ପୁଙ୍ଖାନୁପୁଙ୍ଖ ଭାବରେ ୨୧ ଜଣିଆ ସଭ୍ୟମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ମାସିକ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ନେତା ଇର୍ମା ପଡ଼ିଆମୀ ,ମାଲକାନଗିରି ଜିଲ୍ଲା ସଂଯୋଜକ ରାଜେନ୍ଦ୍ର ଆଚାର୍ଯ୍ୟ ,ବ୍ଲକ ସଭାପତି ଗଙ୍ଗା କରାମ, ନିର୍ବାଚନ ମଣ୍ଡଳୀ ସଂଯୋଜକ ଧନୁର୍ଜୟ ମାଡକାମୀ , ସାଂସଦ ପ୍ରତିନିଧି ଏନ.ନୁକାଲ ରାଜୁ ,ଜିଲ୍ଲା ସମ୍ପାଦକ କାମେଶ୍ବର ରାଓ , ବିଧାୟକ ପ୍ରତିନିଧି ରାବିଡ଼ କୁମାର , ବ୍ଲକ ସାଧାରଣ ସମ୍ପାଦକ ଏମ୍ .ମିଶାକ୍ ଓ ଜିଲ୍ଲା ସମ୍ପାଦକ ଶୁଭ୍ରାଂଶୁ ସାହୁ ପ୍ରମୁଖ ଙ୍କ ସହ ୮ଟି ଗ୍ରାମ ପଞ୍ଚାୟତ ର୨୧ଜଣିଆ ୱାର୍ଡ କମ୍ମିଟି ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

Recent Comments

%d bloggers like this: