Advertisements
Thursday, July 9, 2020
Home District News ବାଲିଗୁଡା ନିର୍ବାଚନ ମଣ୍ଡଳୀ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ

ବାଲିଗୁଡା ନିର୍ବାଚନ ମଣ୍ଡଳୀ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ

ବାଲିଗୁଡା(ବିଭୁତି ଲହରିଆ): କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହେଇଛି |

ବିଜୁ ବାବୁଙ୍କ ଫୋଟୋ ଚିତ୍ରରେ ବିଜେଡି ନେତା ମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ | ବାଲିଗୁଡା ବିଧାୟକ ରାଜୀବ ପାତ୍ର, ଜିଲ୍ଲା ସମ୍ପାଦକ କୃଷ୍ଣ ମୋହନ ପାଣିଗ୍ରାହୀ, ତୁମୁଡିବନ୍ଧବ୍ଲକ ସଭାପତି ପ୍ରମୋଦ ସାହୁ, କୋଟଗଡ ବ୍ଲକ ସଭାପତି ମନୋଜ ସାବତ, କ.ନୂଆଗାଁ ବ୍ଲକ ସଭାପତି ବଳରାମ ପାଣିଗ୍ରାହୀ, ବାଲିଗୁଡା ଏନଏସି ଅଧ୍ୟକ୍ଷା ମମତା ବେହେରା, ଉପାଧକ୍ଷ ଲୋକ ନାଥପାଢି, କନୂଆଗାଁ ବ୍ଲକ ଅଧ୍ୟକ୍ଷ ଚକ୍ରମଣି କହଁର, କୋଟଗଡ ଅଧ୍ୟକ୍ଷା ସବିତା ମଳିକ, ତୁମୁଡ଼ିବନ୍ଦ ଅଧ୍ୟକ୍ଷ ପ୍ରକାଶ ପାତ୍ର, ସମେତ ବାଲିଗୁଡା, କୋଟଗଡ, ତୁମୁଡିବନ୍ଧ ଓ କ.ନୂଆଗାଁ ବ୍ଲକର ବିଜେଡି କାର୍ଯ୍ୟକର୍ତା ସମେତ ସାତ ହଜାରରୁ ଅଧିକ କର୍ମୀ ଯୋଗଦେଇଥିଲେ |

ବିଜେଡିର ଏକୋଇସ ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ବିଜେଡି କର୍ମୀ ନବୀନ ସରକାରଙ୍କ ନିର୍ମଳ ଶାସନ ଓ ସାଧାରଣ ଲୋକଙ୍କ ପାଇଁ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ କର୍ମୀକୁ ଅବଗତ କରିଥିଲେ | ଦଳୀୟ କର୍ମୀ ଏକଜୁଟ ହୋଇ କାମ କରିବାକୁ ସଂକଳ୍ପ ନେବାକୁ ଆହ୍ୱାନ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ନାଗାବଳୀ ନଦୀରେ ଯୁବତୀର ମୃତ ଦେହ ଉଦ୍ଧାର କଲା ପୁଲିସ

ରିପୋର୍ଟ: ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୯/୭): ରାୟଗଡ଼ା ଜିଲ୍ଲା କଲନରା ବ୍ଳକ ଅନ୍ତର୍ଗତ ବୁଡ଼ାଗୁଡା ସଦର ଗାଁ ସାଙ୍ଗାନା ପ୍ରାସ୍କା ଙ୍କ ଝିଅ ସଂଯୁକ୍ତା ପ୍ରାସ୍କା...

ଜାମ୍ମୁ କାଶ୍ମୀର ବିଜେପି ନେତା ଶେଖ ୱାସିମ ବରୀ, ତାଙ୍କ ପିତା ଏବଂ ଭାଇଙ୍କୁ ଆତଙ୍କବାଦୀ ହତ୍ୟା କରିଥିବା ସୂଚନା

ଶ୍ରୀନଗର (ଓଡିଶା ନ୍ୟୁଜ୨୪ ବ୍ୟୁରୋ): ବୁଧବାର ରାତିରେ ଜାମ୍ମୁ-କାଶ୍ମୀର ବିଜେପି ନେତା ଶେଖ ୱାସିମ ବରୀ ଏବଂ ତାଙ୍କ ପରିବାରର ଦୁଇଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ପରିବାରର...

କାନପୁର ଗୁଳି କାଣ୍ଡ ର ମାଷ୍ଟର ମାଇଣ୍ଡ ବିକାଶ ଦୁବେ ଗିରଫ

ନୂଆଦିଲ୍ଲୀ (୦୯/୦୭): ଗତ ସପ୍ତାହରେ ଆଠ ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା କାନପୁର ଗୁଳିରେ ଉତ୍ତରପ୍ରଦେଶ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କୁ ମଧ୍ୟପ୍ରଦେଶରେ ଗିରଫ କରାଯାଇଛି।

ଆଜି କରୋନାରେ ମୃତ୍ୟୁ ସଂଖ୍ୟା ୪ ସହ ୫୨କୁ ବୃଦ୍ଧି

ଭୁବନେଶ୍ୱର (୦୯/୦୭): ରାଜ୍ୟରେ କୋରୋନା ନେଲା ଆଉ ୪ ଜୀବନ, ଭଦ୍ରକରେ କୋରୋନାରେ ପ୍ରଥମ ମୃତ୍ୟୁ, ଗଞ୍ଜାମରେ କୋରୋନାରେ ୩ ଜଣଙ୍କ ମୃତ୍ୟୁ, ଗଞ୍ଜାମରେ କୋରୋନା ମୃତ୍ୟୁ ସଂଖ୍ୟା...

Recent Comments

%d bloggers like this: