Advertisements
Monday, July 13, 2020
Home Accidental Death ଆମପାଣି ଘାଟିରେ ଦୁଘର୍ଟଣା- ଜଣେ ମୃତ, ଜଣେ ଟ୍ରକ ତଳେ ଚାପି ହୋଇଥିବା ଅନୁମାନ

ଆମପାଣି ଘାଟିରେ ଦୁଘର୍ଟଣା- ଜଣେ ମୃତ, ଜଣେ ଟ୍ରକ ତଳେ ଚାପି ହୋଇଥିବା ଅନୁମାନ

କଳାହାଣ୍ଡି (ଡିଙ୍ଗର କିଶୋର ସାହୁ): କଳାହାଣ୍ଡି ଜିଲ୍ଲା ଆମପାଣି ଘାଟିରେ ସଡକ ଦୁର୍ଘଟଣା। ବାଇକ୍ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ ଦୁଇ ଜଣ ମଟର ସାଇକଲରେ ଯାତ୍ରା କରୁଥିବା ବେଳେ ଏକ କାଠ ବୋଝେଇ ଟ୍ରକ୍ ତାଙ୍କ ଉପରକୁ ଓଲଟି ପଡିଛି। ଯାହା ଫଳରେ ବାଇକ ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ଓ ଆଉ ଜଣେ ଚାପି ହୋଇ ଯାଇଥିବା ଅନୁମାନ କରାଯାଉଛି। ଅନ୍ୟପଟେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି। ଘଟଣାସ୍ଥଳରେ ଆମପାଣି ପୋଲିସ ପହଞ୍ଚି ତଦନ୍ତ କରିବା ସହ ଉଦ୍ଧାର କାର୍ଯ୍ୟରେ ଲାଗିଛି। ଏଯାଏଁ ବାଇକ ଚାଳକଙ୍କ ଠିକଣା ମିଳିପାରିନାହିଁ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: