Advertisements
Monday, July 13, 2020
Home District News ପିଠା ଯୋଜନାରେ ଡୁଙ୍ଗୁରିପାଲି ପଂଚାୟତ ଲୋଇସିଂହା ବ୍ଲକରେ ପ୍ରଥମ

ପିଠା ଯୋଜନାରେ ଡୁଙ୍ଗୁରିପାଲି ପଂଚାୟତ ଲୋଇସିଂହା ବ୍ଲକରେ ପ୍ରଥମ

ଲୋଇସିଂହା(ବିମଳେନ୍ଦୁ ସାହୁ): ରାଜ୍ୟ ସରକାରଙ୍କ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମର ଅଂଶବିଶେଷ ପିଠା ଯୋଜନାରେ ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ସକାଶେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଗଡ଼ଶଙ୍କର ଡୁଙ୍ଗୁରିପାଲି ପଂଚାୟତ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି ।

ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ପତ୍ରାଙ୍କ ନଂ ୫୦୭୫, ତା-୨୬.୧୨.୨୦୧୮ ରେ ଜିଲାପାଳ ରାଜ୍ୟ ସରକାରଙ୍କୁ ଏହି ମର୍ମରେ ଚିଠି କରିଥିବା ଜଣାଯାଇଛି । ଭୁବନେଶ୍ୱର ଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗ୍ୟ ବିବେଚିତ ପଂଚାୟତ ଗୁଡିକୁ ନଗଦ ଅର୍ଥରାଶି ଦେଇ ସମ୍ମାନିତ କରିବେ । ଡୁଙ୍ଗୁରିପାଲି ସରପଂଚ ତ୍ରିବେଣୀ ପଧାନ, ପୂର୍ବତନ ଜିଲା ପରିଷଦ ସଭ୍ୟ ବିଜୁ ପଧାନ, ସରପଂଚ ପ୍ରତିନିଧି ସଂଜୁ ପଧାନ, ସମିତି ସଭ୍ୟ କନକ ସାହୁ ପ୍ରମୁଖ ଏହି ଅବସରରେ ବ୍ଲକ ତଥା ଜିଲା ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: