Advertisements
Saturday, July 4, 2020
Home District News ମାଲକାନଗିରି ଜିଲ୍ଲାର ପଦ୍ମଗିରି ଛକ ଠାରେ ଚାଷୀଙ୍କ ରାସ୍ତା ଅବରୋଧ

ମାଲକାନଗିରି ଜିଲ୍ଲାର ପଦ୍ମଗିରି ଛକ ଠାରେ ଚାଷୀଙ୍କ ରାସ୍ତା ଅବରୋଧ

ମାଲକାନଗିରି ଜିଲ୍ଲା ପ୍ରତିନିଧି(ଅସୀମ ବିଶ୍ୱାସ): ମାଲକାନଗିରି ଜିଲ୍ଲାର ପଦ୍ମଗିରି ଛକଠାରେ ଆଜି ଜିଲ୍ଲାପରିଷଦ ଅଧକ୍ଷ ଦଶରଥ ପଡ଼ିଆମୀ ସହ ହଜାର ହଜାର ଚାଷୀ ସାମିଲ ହୋଇ ରାସ୍ତା ଅବରୋଧ କରିଥିଲେ ।

ଧାନମଣ୍ଡିରୁ ଠିକ ସମୟରେ ଧାନ ନ ଉଠାଇବା, ଠିକ ସମୟରେ ପଇସା ନପାଇବା, ଉଚିତ ମୂଲ୍ୟ ନପାଇବା, ଏସବୁ ସମସ୍ୟାକୁ କେନ୍ଦ୍ର କରି ରାସ୍ତା ଅବରୋଧ କରି ଆନ୍ଦୋଳାତ୍ମକ ପନ୍ଥା ଅପଣାଇ ଯାନବାହନ ଅଟକ ରଖିବା ପରେ ପୋଲିସ ପ୍ରଶାସନ ପହଞ୍ଚିଥିଲେ । ଜିଲ୍ଲା ଯୋଗାଣ ଅଧିକାରୀ ଅଭିମନ୍ୟୁ ମହାନ୍ତି ପହଁଚି ପ୍ରତିଶୃତି ଦେବା ପରେ ଆନ୍ଦୋଳନରୁ ଓହରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

Recent Comments

%d bloggers like this: