Advertisements
Monday, July 13, 2020
Home District News କୃଷକ ସମାବେଶ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କୃଷକ ସମାବେଶ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି ଜିଲ୍ଲା ପ୍ରତିନିଧି(ଅସୀମ ବିଶ୍ୱାସ): ମାଲକାନଗିରି ବ୍ଲକରେ ଆସନ୍ତା କାଲି ହେବାକୁ ଥିବା ୧୯ଟି ଗ୍ରାମ ପଞ୍ଚାୟତକୁ ନେଇ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି |

ଦିଲ୍ଲୀରେ ଆସନ୍ତା ୮ତାରିଖ ହେବାକୁ ଥିବା କୃଷକ ସମାବେଶକୁ ଯୋଗ ଦେବା ଉଦ୍ଦେଶ୍ୟରେ ମାନ୍ୟବର ବିଧାୟକ ମାନସ ମାଡକାମିଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଥିଲା | ବୈଠକଟି ବିଧାୟକଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିଲା ଓ ଏହି ବୈଠକ ରେ ଅନେକ ବିଜେଡି କର୍ମୀ ଯୋଗ ଦେଇଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: