Friday, August 7, 2020
Home Cultural & Festival ବରୁଣେଶ୍ୱର ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା-ଆକର୍ଷଣ ଥିଲେ ଓଲିଉଡ଼ ଷ୍ଟାର ଅନୁଭବ

ବରୁଣେଶ୍ୱର ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା-ଆକର୍ଷଣ ଥିଲେ ଓଲିଉଡ଼ ଷ୍ଟାର ଅନୁଭବ

ବିଂଝାରପୁର (ଆକାଶ ମଲିକ): ଯାଜପୁର ଜିଲ୍ଲା ବିଂଝାରପୁର ବ୍ଳକର ପ୍ରସିଦ୍ଧ ବରୁଣେଶ୍ୱର ମହୋତ୍ସବର ୨ୟ ସଂଧ୍ୟାରେ ମୁଖ୍ୟ ଆକର୍ଷଣ ଥିଲେ ଓଲିଉଡ଼ ଷ୍ଟାର ତଥା ସାଂସଦ ଅନୁଭବ ମହାନ୍ତି |

ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମଜା ନେଇଥିଲେ ସ୍ଥାନୀୟ ଦର୍ଶକ | ଏହି ଅଂଚଳର କୁନି କୁନି କଳାକାରଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟ ଅତିଥି ଶ୍ରୀ ଅନୁଭଵ ମହାନ୍ତି ଓ ସ୍ଥାନୀୟ ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: