Advertisements
Saturday, July 4, 2020
Home Government News ଝରିଗାଁ ବ୍ଲକରେ ପିଠା କାର୍ଯ୍ୟକ୍ରମ ଅନୁଷ୍ଟିତ

ଝରିଗାଁ ବ୍ଲକରେ ପିଠା କାର୍ଯ୍ୟକ୍ରମ ଅନୁଷ୍ଟିତ

ଝରିଗାଁ (ତ୍ରିନାଥ ଧାରୁଆ): ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକର ୮ଟି ପଞ୍ଚାୟତ ଚକଳାପଦର ,ଝରିଗାଁ,ଗୁରୁସିଙ୍ଗା ,ପୁଫୁଗାଁ, ଭିକ୍ଷା, ଏକାମ୍ବ ଏ,ଧମନାଗୁଡ଼ା ଚାଟିଗୁଡା ଆଦି ପଞ୍ଚାୟତ ମାନଙ୍କରେ ତୃତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।

ଝରିଗାଁ ପଞ୍ଚାୟତର ଝରିଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ହୋଇଥିବା ପିଠା କାର୍ଯ୍ୟକ୍ରମରେ ଝରିଗାଁ ସରପଞ୍ଚ ଅଗନ୍ତି ପୂଜାରୀ ସଭାପତିତ୍ୱ କରିଥିବା ବେଳେ ଓଡିଶା ସରକାରଙ୍କ ଆଦିବାସି ଓ ହରିଜନ ଉନୟନ, ପଞ୍ଚାୟତରାଜ ମନ୍ତ୍ରୀ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ କାର୍ଯ୍ୟକ୍ରମରେ ଯୋଗ ଦେଇ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଉପସ୍ଥିତ ଲୋକଙ୍କୁ ଅବଗତ କରିଥିଲେ | ସେହିପରି ପିଠା ଯୋଜନାରେ ସାମିଲହୋଇ ସରକାରଙ୍କ ବିଭିନ୍ନ ଯୋଜନାରେ ସିଧାସଳଖ ଲାଭବାନ ହେବାପାଇଁ କହିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ୭୧ଜଣଙ୍କୁ ଘରଡ଼ିହପଟ୍ଟା,୨୫୦ପରିବାରକୁ ଏଲଇଡିବୋଲବ, ମଧୁବାବୁ ପେନସନ, ଏସଏଚଜି ଗୋଷ୍ଟିଙ୍କୁ ମୋବାଇଲ କ୍ରୟ ପାଇଁ ୩୦୦୦ଟଙ୍କା ପ୍ରଧାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବିଡିଓ ଦେବେନ୍ଦ୍ର ବାହାଦୂରସିଂ ଧରୁଆ, ତହସିଲଦାର କ୍ଷମାନିଧି ଭୋଇ, ନବରଙ୍ଗପୁର ପିଏଆଇଟିଡିଏ ଅରୁଣାକର ଠାକୁର, ମନ୍ତ୍ରୀପ୍ରତିନିଧି ପ୍ରିୟରଞ୍ଜନ ଦାସ, ଜିଲ୍ଲାପରିଷଦସଭ୍ୟ ମୋହନ ନାୟକଏବଂ ବ୍ଲକର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ | ଶେଷରେ ଝରିଗାଁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବାଶିଷଦାସ ଧନ୍ୟବାଦ ଦେଇ ସଭାସାଙ୍ଗ କରିଥିଲେ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

Recent Comments

%d bloggers like this: