Advertisements
Saturday, July 4, 2020
Home Government News କଳାହାଣ୍ଡି ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ- ୭୬୮କୋଟି ୪୬ ଲକ୍ଷ ଟଙ୍କାର ପ୍ରକଳ୍ପର ଉଦଘାଟନ

କଳାହାଣ୍ଡି ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ- ୭୬୮କୋଟି ୪୬ ଲକ୍ଷ ଟଙ୍କାର ପ୍ରକଳ୍ପର ଉଦଘାଟନ

କଳାହାଣ୍ଡି (ଡିଙ୍ଗର କିଶୋର ସାହୁ): ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ କଲହାଣ୍ଡି ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ଶୁଭ ଉଦଘାଟନ କରିବା ସହ ଭୂମିହୀନ ବସ୍ତି ବସିନ୍ଦାକୁ ଭୂମି ଅଧିକାର ପ୍ରମାଣ ପତ୍ର ବାଣ୍ଟିବା ତଥା ଜଳସେଚନ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଥିଲେ |

ସାତ ସହ ଅଠଷଠି କୋଟି ଛୟାଲିଶି ଲକ୍ଷର ଏହି ପ୍ରକଳ୍ପ ଦ୍ୱାରା କେସିଙ୍ଗା, ନର୍ଲା,ଭବାନୀପାଟଣା, ଲାଞ୍ଜିଗଡ଼ର ୭୯ଟି ଗାଁର ୮୫୦୦ହେକ୍ଟର ଚାଷ ଜମିରେ ଜଳସେଚନ କରାଯାଇ ପାରିବ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭବାନୀପାଟଣା ମିଶନ ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେଇ କଳାହାଣ୍ଡି ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ପନ୍ଦର ହଜାର ଟଙ୍କା ଓ ମୋବାଇଲ ଫୋନ ବାଣ୍ଟିବା କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ | ଜୁନାଗଡରେ ବିଭିନ୍ନ ଦଳ ସଂଗଠନର ନେତା ଓ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଥିଲେ | ଭବାନୀପାଟଣାର ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ପରେ କଳାହାଣ୍ଡିର ବୁଦ୍ଧିଯିବି ମହଲରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: