Advertisements
Saturday, July 4, 2020
Home Education & Literacy ଲକ୍ଷ୍ମୀପୁର ମହାବିଦ୍ୟାଳୟରେ ଆତ୍ମ ରକ୍ଷା କୌଶଳ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲକ୍ଷ୍ମୀପୁର ମହାବିଦ୍ୟାଳୟରେ ଆତ୍ମ ରକ୍ଷା କୌଶଳ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲକ୍ଷ୍ମୀପୁର (ମଣ୍ଟୀ ଖରା): ଗତକାଲି ଲକ୍ଷ୍ମୀପୁର ମହାବିଦ୍ୟାଳୟରେ ଆତ୍ମ ରକ୍ଷା କୌଶଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |

ଏହି ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଡ଼ଃ ପ୍ରକାଶ ସେନାପତିଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ କୈଳାସ ଚନ୍ଦ୍ର କୁଲେସିକା ଯୋଗ ଦେଇଥିଲେ | ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀପୁର ଥାନା ଏସ ଡି ପିଓ ତପନ ରଥ ଯୋଗ ଦେଇଥିଲେ | ଲକ୍ଷ୍ମୀପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ବୀରେନ ଶତପଥୀ ଆତ୍ମ ରକ୍ଷା କୌଶଳ ବିଷୟ ବସ୍ତୁ ଉପରେ ସମସ୍ତ ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ | ଏକ ସ୍ଥାନୀୟ ବିଧାୟକ ମଧ୍ୟ ଆତ୍ମ ରକ୍ଷା କୌଶଳ କାର୍ଯ୍ୟକ୍ରମ ଆଧାରରେ ଅନେକ ଗୁରୁତ୍ୱ ପୂର୍ଣ୍ଣ ପରାମର୍ଶ ଦେଇଥିଲେ | ଶେଷରେ ଏସ ଡିପିଓ ଅନେକ ପ୍ରକାର ନିୟମ ଓ ଆତ୍ମରକ୍ଷା କୌଶଳ ଉପରେ ବିଶଦ ଆଲୋଚନା କରିଥିଲେ | ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ |

Advertisements

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: