Related Contents

ରାଇକିଆରେ ଶହୀଦ ଯବାନଙ୍କୁ ସମ୍ମାନ ଜଣାଇ ଦୋକାନ ବଜାର ବନ୍ଦ, ଶ୍ରଦ୍ଧାଞ୍ଜଳି

ରାଇକିଆ (ଜଗଦୀଶ ଦାସ): କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳରେ ଶହୀଦ ଯବାନଙ୍କୁ ସମ୍ମାନ ଜଣାଇ ସୋମବାର ଦିନ ରାଇକିଆ ସହରରେ ସକାଳ ୫ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା |

ଏବଂ ବିଭିନ୍ନ ସଙ୍ଗଠନ ପକ୍ଷରୁ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସହର ପରିକ୍ରମା କରିଥିଲେ ଏବଂ ପରିକ୍ରମା କରିସାରି ଆସି ମୁଖ୍ୟ ଚାରିଛକ ଠାରେ ପାକିସ୍ତାନ ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ |

Comments are closed.