Advertisements
Saturday, July 4, 2020
Home Children Issue ବିଧାୟକଙ୍କ ଦ୍ୱାରା ଶ୍ରେଣୀ ଗୃହ ଭିତ୍ତିପ୍ରସ୍ତର ସ୍ଥାପନ

ବିଧାୟକଙ୍କ ଦ୍ୱାରା ଶ୍ରେଣୀ ଗୃହ ଭିତ୍ତିପ୍ରସ୍ତର ସ୍ଥାପନ

ଜୟପୁର (ସୌମ୍ୟରଂଜନ ସାହୁ): ଆଜି ସରକାରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର ଭିତ୍ତି ପ୍ରସ୍ତର ଜୟପୁର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତିଙ୍କ ଦ୍ଵାରା ସ୍ଥାପନ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ଜୟପୁର ବିଧାୟକ ପ୍ରତିନିଧି ନିହାର ବିଶୋଇ, ନରି ମହାନ୍ତି, ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: