Advertisements
Saturday, July 4, 2020
Home Education & Literacy ସୋସିଆଲ ମେଡିଆରେ ଭାଇରଲ-ମେଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ

ସୋସିଆଲ ମେଡିଆରେ ଭାଇରଲ-ମେଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ

ନୂଆପଡ଼ା (ଓଡିଶା ନ୍ୟୁଜ୨୪): ମ୍ୟାଟ୍ରିକ ପରୀକ୍ଷାକୁ ସ୍ୱଚ୍ଛ କରିବାକୁ ଶିକ୍ଷା ବିଭାଗ କାହିଁ କେତେ ପଦକ୍ଷେପ ନେଇଛି। ହେଲେ ପରୀକ୍ଷା ତ୍ରୁଟିଶୂନ୍ୟ ହେବ ବୋଲି ଡିଣ୍ଡିମ ପିଟୁଥିବା ସରକାର ପ୍ରଥମ ଦିନରୁ ଝୁଣ୍ଟିଛନ୍ତି। ଆଜି ଆରମ୍ଭ ହୋଇଥିବା ମ୍ୟାଟ୍ରିକ ପରୀକ୍ଷାର ପ୍ରଶ୍ନପତ୍ର ସୋଶାଲ ମିଡିଆରେ ଘୁରି ବୁଲୁଥିବା ଅଭିଯୋଗ ହୋଇଛି।

ଏପରି ଘଟଣା ନୂଆପଡ଼ା ଜିଲ୍ଲାରେ ଦେଖିବାକୁ ମିଳୁଛି। ଆଜି ମାତୃଭାଷା ଓଡ଼ିଆରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଛନ୍ତି। ପରୀକ୍ଷା ୧୨ଟାରେ ସରିଥିବା ବେଳେ ଏହାର ଢେର ପୂର୍ବରୁ ପ୍ରଶ୍ନପତ୍ର ସୋଶାଲ ମିଡିଆରେ ଘୁରି ବୁଲୁଥିଲା ବୋଲି ଅଭିଯୋଗ ହୋଇଛି। ତେବେ ଏପରି ଅଭିଯୋଗକୁ ଗଣଶିକ୍ଷା ମନ୍ତ୍ରି ବଦ୍ରି ନାରାୟଣ ପାତ୍ର ଅସ୍ୱୀକାର କରିଛନ୍ତି। ଏକିତି କିଛି ହୋଇନଥିବା ମନ୍ତ୍ରୀ କହିଛନ୍ତି।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: