Advertisements
Saturday, July 4, 2020
Home Business & Private ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୁଇ ଦିନିଆ ଅର୍ଥନୈତିକ ଅବରୋଧ

ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୁଇ ଦିନିଆ ଅର୍ଥନୈତିକ ଅବରୋଧ

ଜୟପୁର(ସୌମ୍ୟରଂଜନ ସାହୁ): ଅଭିଭକ୍ତ କୋରାପୁଟ ଜିଲ୍ଲାରେ ସ୍ଥାଇବେଞ୍ଚ ପ୍ରତିଷ୍ଠା ଦାବିରେ କୋରାପୁଟ ଆଇନଜୀବୀ କ୍ରିୟାନୁଷ୍ଠାନ କମିଟି ତରଫରୁ ୨ଦିନିଆ ଅର୍ଥନୈତିକ ଅବରୋଧ କରିଛନ୍ତି |

କେନ୍ଦ୍ର ଓ ରାଜ୍ୟସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିଥିବା ବେଳେ ଗତକାଲି ସମସ୍ତ ଆଇନଜୀବୀ ଏକ ବାଇକ ରାଲିରେ ଜୟପୁର ବିଭିନ୍ନ ସ୍ଥାନରେ ପିକେଟିଂ କରି ସରକାରୀ କାର୍ଯ୍ୟାଳୟ ଗୁଡିକ ବନ୍ଦ କରିବା ଅଭିଭକ୍ତକୋରାପୁଟ ଜିଲ୍ଲାରେ ଯେକୌଣସି ଜାଗାରେ ସ୍ଥାଇ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ରାଜ୍ୟ ଏବଂ କେନ୍ଦ୍ର ପାଖରେ ବାରମ୍ବାର ଦାବୀ ଜଣାଇଥିବା ବେଳେ ରାଜ୍ୟ କିମ୍ବା କେନ୍ଦ୍ର ଚୁପ ରହିଥିବା ଏବଂ ଅଭିଭକ୍ତ କୋରାପୁଟ ଜିଲ୍ଲା ଏକ ଆଦିବାସି ଅଞ୍ଚଳ ଏବଂ ଏହି ସ୍ଥାନରେ ସ୍ଥାଇବେଞ୍ଚ ଯଥାର୍ଥତା ରହିଥିବା ବେଳେ ଏହି ଅର୍ଥନୈତିକ ଅବରୋଧ ଯଗୁଁ ଗତକାଲି ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକ କାର୍ଯ୍ୟ ଠପ ହୋଇଯାଇଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: