Advertisements
Monday, July 13, 2020
Home Election News ନଅଗାଁ(ଖ)ରେ ମୋ ବୁଥ ସବୁଠୁ ମଜବୁତ କାର୍ଯ୍ୟକ୍ରମ ଅନୁଷ୍ଠିତ

ନଅଗାଁ(ଖ)ରେ ମୋ ବୁଥ ସବୁଠୁ ମଜବୁତ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲୋଇସିଂହା(ବିମଳେନ୍ଦୁ ସାହୁ): ଲୋଇସିଂହା ନିର୍ବାଚନ ମଣ୍ଡଳୀର ନଅଗାଁ(ଖ) ଠାରେ ଜିଲ୍ଲା ବିଜେପି ତରଫରୁ “ମୋ ବୁଥ ସବୁଠୁ ମଜବୁତ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ନିର୍ବାଚନ ମଣ୍ଡଳୀ ପ୍ରଭାରୀ ସରୋଜ ତ୍ରିପାଠୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭାଜପା ଜିଲ୍ଲା ସଭାପତି ଭକ୍ତବନ୍ଧୁ ନାୟକ ଯୋଗ ଦେଇଥିଲେ । ଏଥିରେ ଶତାଧିକ ବିଜେପି କର୍ମକର୍ତା ଓ ଜନସାଧାରଣ ଯୋଗଦେଇ ମୋଦି ମନ୍ତ୍ରରେ ଦୀକ୍ଷିତ ହୋଇଥିଲେ ।ଏହି ଅବସରରେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଜେପି ନେତା ମୁକେଶ ମହାଲିଙ୍ଗ, ଓକିଲ କଂହେର, ବଳରାମ ସା, ପୂର୍ଣ୍ଣଚନ୍ଦ୍ର ବିଶ୍ବାଳ, ତୁମେଶ୍ୱର ସାହୁ, ଆନନ୍ଦ ନାୟକ, ଜିଲ୍ଲା ପରିଷଦ ସଭ୍ୟ ସାଇଶଙ୍କର ସାହୁ, ରାଜକିଶୋର ନାୟକ, ସୁଲତା ପୁରୋହିତ, ସୁକୁମାରି ଧରୁଆ ପ୍ରମୁଖଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏଥିରେ ବଜରଙ୍ଗ ଦଳର ସହ ସଂଯୋଜକ ସୁନୀଲ କୁମାର ସେଠଙ୍କ ନେତୃତ୍ୱରେ ପଟୁଆପାଳିର ପୂର୍ବତନ ସରପଂଚ କୈବଲ୍ୟ ଛତ୍ରୀଆ, ରଶ୍ମିରଞ୍ଜନ ସାହୁ, ବଳଦେବ ସାହୁ, ସୁକାନ୍ତ ସାହୁଙ୍କ ସମେତ ଅନେକ ବିଜେଡି କର୍ମକର୍ତା ବିଜେପିରେ ଆନୁଷ୍ଠାନିକ ଭାବେ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଆଗଲପୁର ମଣ୍ଡଳ ସଭାପତି କବିରାଜ ମହାକୁର, ରଘୁମଣି କଟୁଆଳ, ଉମେଶ ପଟେଲ, ନିରଞ୍ଜନ ବଂଛୋର, ଭୁତନାଥ ନାୟକ, ଗୌରାଙ୍ଗ ନାୟକ, ରାଜୁ ସାହୁ, ସୁଦୀପ ସା ପ୍ରମୁଖ ସହାୟତା କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଜେପି ବିଧାୟକ ଦେବେନ୍ଦ୍ର ନାଥ ରୟ ବଙ୍ଗଳାର ଉତ୍ତର ଦିନାଜପୁରରେ ଝୁଲୁଥିବା ଦେଖିବାକୁ ମିଳିଛି : ଦଳ କହିଛି ଟିଏମସି ଦ୍ୱାରା ହତ୍ୟା

କଲିକତା (୧୩/୦୭-ଓଡିଶାନ୍ୟୁଜ୨୪ ବ୍ୟୁରୋ ): ସୋମବାର ସକାଳେ ଉତ୍ତର ଦିନାଜପୁର ଜିଲ୍ଲାର ହେମତାବାଦ ଅଞ୍ଚଳରେ ଥିବା ତାଙ୍କ ଘର ନିକଟରେ ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ନାଥ ରୟଙ୍କ...

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲେ ମନ୍ତ୍ରୀ

ରିପୋର୍ଟ: ଓଡିଶାନ୍ୟୁଜ୨୪ବ୍ୟୁରୋ //ଭୁବନେଶ୍ୱର (୧୩।୦୭): ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ହୋଇଛି । ଟାବୁଲେସନ ଆରମ୍ଭ ହୋଇଯାଇଛି । ଖୁବ୍‌ଶୀଘ୍ର ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ...

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ, ମିଳିଲାନି ଆମ୍ବୁଲାନ୍ସ ବାଇକ ଯୋଗେ ବୁହାହେଲା ଶିଶୁର ଶବ

ରିପୋର୍ଟ: ଜଗଦୀଶ ଦାସ //ରାଇକିଆ(୧୩/୦୭): ସରକାର ସ୍ୱାସ୍ଥ୍ୟର ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି ର୍ତ୍ତମାନ ପରିସ୍ଥିତି କିନ୍ତୁ ଆଦିବାସୀ ଅଧ୍ୟୁଷିତ କନ୍ଧମାଳରେ ସ୍ୱାସ୍ଥ୍ୟ ସେବା ଏକରକମ ଭୁଶୁଡିଯାଇଛି...

Recent Comments

%d bloggers like this: