Advertisements
Sunday, July 5, 2020
Home Education & Literacy ମ୍ୟାଲେରିଆ ରୋକିବାପାଇଁ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମ୍ୟାଲେରିଆ ରୋକିବାପାଇଁ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା(ବିଭୁତି ଲହରିଆ): କନ୍ଧମାଳର ଜିଲ୍ଲା ବାଲିଗୁଡା ବ୍ଳକ ଅନ୍ତର୍ଗତ ସିନ୍ଧ୍ରିଗା ଓ କୁଟିକିଆ ଗ୍ରାମପଞ୍ଚାୟତର ଉପାନ୍ତ ମ୍ୟାଲେରିଆ ପ୍ରବଣ ଅଞ୍ଚଳରେ ଜନସଚେତନତା କାର୍ଯ୍ୟକ୍ରମ |

ଜିଲ୍ଲାରେ ମ୍ୟାଲେରିଆ ରୋକିବା ପାଇଁ ଜିଲ୍ଲା ସ୍ବାସ୍ଥ୍ୟ କମିଟି ସୌଜନ୍ୟତାରେ ବ୍ଲକ କଳାକାର ସଂଘ ଲୋକ ନୃତ୍ୟ ମାଧ୍ୟମରେ ଜନସାଧାରଣଙ୍କ ନିକଟରେ କାର୍ଯ୍ୟକ୍ରମକୁ ଉପସ୍ଥାପିତ କରିଥିଲେ । ବାଲିଗୁଡା ବ୍ଳକ କଳାକାର ସଂଘର ଉପସଭାପତି ପ୍ରମୋଦ କୁମାର ଦଣ୍ଡସେନା ପରିଚାଳନା କରିଥିବା ବେଳେ ପୁରୁଷ ସ୍ବାସ୍ଥ୍ୟ କର୍ମୀ ପ୍ରଭାତ ଶତପଥି ସହଯୋଗ କରିଥିଲେ | ଅଙ୍ଗନ ୱାଡି କର୍ମୀ ଆଶା କର୍ମୀ ସମେତ ଗ୍ରାମବାସୀ ଉପସ୍ଥିତ ରହି ମଶାରି ବ୍ୟବହାର ଓ ଗାଁର ପରିବେଶ ସଫା ରଖିବା ପାଇଁ ସଂକଳ୍ପ ନେଇଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: