Advertisements
Saturday, July 4, 2020
Home Government News ପୁଲବାମା ରେ ସହିଦ ବୀର ଯବାନଙ୍କ ଉଦ୍ଦେଶ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ପୁଲବାମା ରେ ସହିଦ ବୀର ଯବାନଙ୍କ ଉଦ୍ଦେଶ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ଲକ୍ଷ୍ମୀପୁର (ମଣ୍ଟି ଖରା):କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଗୋଷ୍ଟିସାସ୍ଥ୍ୟକେନ୍ଦ୍ର ଠାରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଶ୍ରୀ ସତ୍ୟସାଇ ସେବା ସଂଗଠନ ଦ୍ୱାରା ଆୟୋଜିତ ହୋଇଥିଲା ଏହି ରକ୍ତଦାନ ଶିବିର ଯାହାକି ପୁଲ୍ଓ୍ବାମାରେ ଶହିଦ ବୀର ଜବାନଙ୍କ ସ୍ମୃତିରେ ଅମର ବିନ୍ଦୁ ଭାବେ ଆୟୋଜନ କରିଥିଲେ ଶ୍ରୀ ସତ୍ୟସାଇସଂଗଠନ ମଣ୍ଡଳୀ ଲକ୍ଷ୍ମୀପୁର ଶାଖା | ଏହି ରକ୍ତଦାନ ଶିବିରରେ ଜିଲ୍ଲାମୁଖ୍ୟ ଚିକିତ୍ସାଳୟର ଡଃ ରତିକାନ୍ତ ଖଠୁଆଙ୍କ ନେତୃତ୍ତ୍ବରେ ରକ୍ତଦାନ କାଯ୍ୟକ୍ରମ ପରିଚାଳିତ ହୋଇଥିଲା | ବନ୍ଧୁଗାଁ ଗୋଷ୍ଠିକେନ୍ଦ୍ରର ଡଃ ଦେବେଶକୁମାର ବେହେରା ମଧ୍ୟ ସହଯୋଗ କରିଥିଲେ । ତତ୍ସହିତ ଲକ୍ଷ୍ମୀପୁର ମହାବିଦ୍ୟାଳୟର ଓଡିଆ ଅଧ୍ୟାପକ ଡଃ   ପ୍ରକାଶ ସେନାପତି ଓ ଲକ୍ଷ୍ମୀପୁର ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉକ୍ତ ରକ୍ତଦାନଶିବିର ଠାରେ ସହଯୋଗ କରିଥିଲେ ।ରକ୍ତଦାନ ଶିବିରଠାରେ ଅନେକ ଯୁବକଯୁବତି ଓ ବିଏସଏଫ, ସିଆରପିଏଫ ଜବାନ୍ ମାନେ ମଧ୍ୟ ଉପସ୍ଥିତ ରହି ରକ୍ତଦାନ କରିଥିଲେ । ଏବଂ ରକ୍ତଦାନ ଶିବିରରେ ୬୦ ୟୁନିଟ୍ ରକ୍ତ ସଂଗ୍ରହ ହେଇପାରିଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

Recent Comments

%d bloggers like this: