Advertisements
Saturday, July 4, 2020
Home Cultural & Festival ଜୟପୁରର ବିଭିନ୍ନ ଶୈବପୀଠରେ ମହାଶିବରାତ୍ରି ପାଳିତ

ଜୟପୁରର ବିଭିନ୍ନ ଶୈବପୀଠରେ ମହାଶିବରାତ୍ରି ପାଳିତ

ଜୟପୁର (ସୌମ୍ୟରଂଜନ ସାହୁ): ଜୟପୁର ସହର ଆଖପାଖ ଅଞ୍ଚଳର ବିଭିନ୍ନ ଶୈବପୀଠ ଗୁଡିକରେ ମହାଶିବରାତ୍ରି ଅତ୍ୟନ୍ତ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି |

ସକାଳୁ ଭକ୍ତ ମାନେ ଲମ୍ବା ଲାଇନରେ ଛିଡା ହୋଇ ପ୍ରଭୁଙ୍କ ଦର୍ଶନ କରିଥିଲେ | ଜୟପୁର ଶୈବ ପୀଠ ଗୁଡିକ ମଧ୍ୟରେ ଗଗନପୁର ଶୈବପୀଠ, ଅର୍ଦ୍ଧନାରୀଶ୍ୱର ଶୈବପୀଠ, ଶୀତଳଗୁଡି ଶୈବପୀଠ, ଗାନ୍ଧୀଛକ ଶୈବପୀଠ, ବାରିଣୀପୁଟ ଶୈବପୀଠ ଆଦି ସ୍ଥାନରେ ଅନେକ ଭକ୍ତଙ୍କ ସମାଗମ ହୋଇଥିଲା | ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ସବୁ ସ୍ଥାନରେ ପୋଲିସ ମୁତୟନ କରାଯାଇଥିଲା |

ଏବଂ ରାତିରେ ଶୈବପୀଠ ଗୁଡିକରେ ଅଖଣ୍ଡ ଦୀପ ସଂଗେ ସଂଗେ ମହାଜାଗର ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟୀରୁ ସୂଚନା ମିଳିଛି | ବିଭିନ୍ନ ଶୈବପୀଠ ଗୁଡିକରେ ଲୋକଙ୍କ ମନୋରଞ୍ଜନ ପାଇଁ ଆଦିବାସୀ ନାଟକ ର କାର୍ଯ୍ୟକ୍ରମର ବନ୍ଦୋବସ୍ତ କରାଯାଇଥିବା ପ୍ରକାଶ କରିଛନ୍ତି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: