Advertisements
Saturday, July 4, 2020
Home Cultural & Festival ବିନିକାରେ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ମହୋତ୍ସବ ପାଳିତ

ବିନିକାରେ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ମହୋତ୍ସବ ପାଳିତ

ବିନିକା(ଧ୍ରୁବରାଜ ମିଶ୍ର): ବିନିକା ବ୍ଲକ ଅରିଗାଁ-ମଣିଗା ମହାନଦୀକୂଳ ଠାରେ ଥିବା ଉପଯୋଜନା କେନ୍ଦ୍ରରେ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି |

ସଂଜୟ ମହାକୁରଙ୍କ ପରିଚାଳନାରେ ଅନୁଷ୍ଠିତ ସତସଙ୍ଗ କାର୍ଯ୍ୟକ୍ରମରେ ଲକ୍ଷପତି ବେହେରା, ରାଧେଶ୍ୟାମ ପଧାନ, ପଦ୍ମନାଭ ମହାକୁର ପ୍ରମୁଖ ଅନୁକୂଳ ଚନ୍ଦ୍ରଙ୍କ ବିଷୟରେ ଆଲୋକପାତ କରିଥିଲେ | ଏହି ଅବସରରେ ୫ ଜଣ ନୂତନ ସଭ୍ୟ ସାତ ଦୀକ୍ଷାରେ ଦୀକ୍ଷୀତ ହୋଇଥିଲେ | ଆଖପାଖ ଗ୍ରାମରୁ ବହୁଭକ୍ତଙ୍କ ସମାଗମ ହୋଇଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: