Advertisements
Sunday, July 5, 2020
Home Government News ପଞ୍ଚାୟତ ରାଜଦିବସ ପାଳିତ, ଦଶମନ୍ତପୁର ବ୍ଳକ

ପଞ୍ଚାୟତ ରାଜଦିବସ ପାଳିତ, ଦଶମନ୍ତପୁର ବ୍ଳକ

ଦଶମନ୍ତପୁର (ମଣ୍ଟି ଖରା): କୋରାପୁଟ ଜିଲ୍ଲା ଅନ୍ତର୍ଗତ ଦଶମନ୍ତପୁର ବ୍ଳକରେ ୧୬ଗୋଟି ପଞ୍ଚାୟତର କର୍ମକର୍ତ୍ତା ଏବଂ ଆଶିଥିବା ଲୋକମାନଙ୍କ ଦ୍ବାରା ଯେ ଯାହର ପଞ୍ଚାୟତରେ ବିଜୁ ପଟ୍ଟନାୟକଙ୍କ ୧୦୩ ବାର୍ଷିକ ଜନ୍ମ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନକୁ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରସାରଣ ପାଳନ କରାଯାଇଛି ।

ତଦନୁଯାୟୀ ଆଜି ଦଶମନ୍ତପୁର ମୁଖ୍ୟାଳୟରେ ଏବଂ ପଞ୍ଚାୟତ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ସମୟ ୩ଟା ରୁ ୫ଟା ପର୍ଯ୍ୟନ୍ତ ଭିଡିଓ କନଫରେନ୍ସ ମାଧ୍ୟମରେ ପଞ୍ଚାୟତରାଜଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ବିଡିଓ ଡମ୍ରୁଧର ମଲ୍ଲିକଙ୍କ ଦ୍ଵାରା ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଡିଓ ବିଜୁ ପଟ୍ଟନାୟକଙ୍କ ଫଟୋକୁ ପୁଷ୍ପାଞ୍ଜଳୀ ଅର୍ପଣ କରି ଶୁଭେଚ୍ଛା ଜଣାଇଥିଲେ । ପରବର୍ତ୍ତୀ ସମୟରେ କାର୍ଯ୍ୟକ୍ରମକୁ ପରିସମାପ୍ତି କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଜିଆରଏସ ଭୁବନ ନାୟକ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: