Advertisements
Saturday, July 4, 2020
Home Government News ଉତ୍କଳ ବରପୁତ୍ର ବିଜୁବାବୁଙ୍କ ପ୍ରତିମା ଉନ୍ମୋଚିତ

ଉତ୍କଳ ବରପୁତ୍ର ବିଜୁବାବୁଙ୍କ ପ୍ରତିମା ଉନ୍ମୋଚିତ

ମାଲକାନଗିରି ଜିଲ୍ଲା ପ୍ରୀତିନିଧି (ଅସୀମ ବିଶ୍ୱାସ): ମାଲକାନଗିରି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଥିବା ପାର୍କ ମଧ୍ୟରେ ଆଜି ବିଜୁବାବୁଙ୍କ ଜନ୍ମ ଦିବସରେ ପ୍ରାୟ ୧୦ଫୁଟ ଉଚ୍ଚତାର ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି ।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାଂସଦ ବଳଭଦ୍ର ମାଝି, ବିଧାୟକ ମାନସ ମାଡକାମି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡିଆମି, ଜିଲ୍ଲାପାଳ ମନିଷ ଅଗ୍ରୱାଲ, ପିଡି ଡ଼ିଆର ଡିଏ ଲିଙ୍ଗରାଜ ପଣ୍ଡା, ପ୍ରମୁଖ ଯୋଗ ଦେଇଥିଲେ । ଓଡିଶା ବରପୁତ୍ର,ଭାରତର ଗର୍ବ ଏବଂ ଗୌରବ ବିଜୁ ପଟ୍ଟନାୟକଙ୍କର ଓଡିଶା ପାଇଁ ଅତୁଳନୀୟ ଅବଦାନ ରହିଛି। ଭ ବିଜୁ ବାବୁ ନୂତନ ଓଡିଶାର ପରିକଳ୍ପନା କରିଥିବା ବେଳେ ରାଉରକେଲା ଷ୍ଟିଲପ୍ଲାଣ୍ଟ,ପାରାଦ୍ୱୀପ ବନ୍ଦର ନିର୍ମାଣ ରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ । ସେ ସର୍ବଦା ଦୁଃଖି ଦରିଦ୍ରଙ୍କ ସେବାରେ ନିଜକୁ ସମର୍ପିତ କରିଥିଲେ । ଏଭଳି ଭାବେ ସେ ସୁନାର ଓଡିଶାର ପରିକଳ୍ପନା କରିଥିଲେ। ଅଗାମୀ ଦିନରେ ଓଡ଼ିଶାରେ ବିଜୁବାବୁଙ୍କ ସ୍ୱପ୍ନ କୁ ସାକାର କରିବା ପାଇଁ ଏହି ଉଦଘାଟନୀ ଉତ୍ସବରେ ଆହ୍ୱାନ ଦିଆ ଯାଇଥିଲ।ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୁଣନିଧି ନାୟକ ସୁପରିଚାଳନା କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: