Advertisements
Saturday, July 4, 2020
Home headline ବୈପାରୀଗୁଡାରେ ବିଶ୍ୱ ମହିଳା ଦିବସ ପାଳନ

ବୈପାରୀଗୁଡାରେ ବିଶ୍ୱ ମହିଳା ଦିବସ ପାଳନ

ବୈପାରୀଗୁଡା(ଏନ.ସନ୍ତୋଷ): ବୈପାରୀଗୁଡା ଗାନ୍ଧୀପୁରସ୍ଥିତ ଅକ୍ସଫୋର୍ଡ ଇଣ୍ଟରନେଶନାଲ ସ୍କୁଲରେ ଆଜି ଦିନକୁ ବିଶ୍ୱ ମହିଳା ଦିବସ ରୂପେ ପାଳନ କରାଯାଇଛି |

ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସରୋଜିନୀ କାଣ୍ଡିକି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଭାରପ୍ରାପ୍ତ ତହସିଲଦାର ସଂଜୀବ କୁମାର ସାହୁ, ଆର୍ଟ ଅଫ ଲିଭିଂ ଜିଲ୍ଲା ସଂଯୋଜିକା ଋଷୀକା ସାହୁ, ସହିଦ ଲକ୍ଷ୍ମଣ ନାୟକ ମହାବିଦ୍ୟାଳୟ ଅଧ୍ୟକ୍ଷା ସ୍ନେହଲତା ପଟ୍ଟନାୟକ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମ କୁ ଅକ୍ସଫୋର୍ଡ ସ୍କୁଲର ଅଧ୍ୟକ୍ଷା କଲ୍ୟାଣୀ ବଘାର ପରିଚାଳନା କରିଥିଲେ | ଉପସ୍ଥିତ ଶତାଧିକ ମହିଳାଙ୍କୁ ଅତିଥି ମାନେ ବିଭିନ୍ନ ପ୍ରକାର ସରକାରୀ ଯୋଜନାକୁ ମହିଳାମାନେ କିପରି ଉପଯୋଗ କରିବେ ଏବଂ ଶିକ୍ଷା ସ୍ୱାସ୍ଥ୍ୟ କ୍ଷେତ୍ରରେ ମହିଳାଙ୍କ କି ଗୁରୁତ୍ୱ ରହିଛି ତାହା ଆଲୋକପାତ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

Recent Comments

%d bloggers like this: